Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସାଲେପୁର ବ୍ଲକରେ ପାଗଳ ମାଙ୍କଡ଼ ଆତଙ୍କ

Sanchar Live by Sanchar Live
March 12, 2025
in ଓଡିଶା
0
ସାଲେପୁର ବ୍ଲକରେ ପାଗଳ ମାଙ୍କଡ଼ ଆତଙ୍କ
0
SHARES
0
VIEWS
FacebookTwitter

କଟକ ଜିଲ୍ଲାର ସାଲେପୁର ବ୍ଲକରେ ପାଗଳ ମାଙ୍କଡ଼ ଆତଙ୍କ । ସାଲେପୁରର ରାମକୃଷ୍ଣପୁର ପଞ୍ଚାୟତ ଓ ମହଣ ପଞ୍ଚାୟତର ବାଲିସମଳା, ହୀରାପୁର, ପୁରଣ ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଦେଖାଦେଇଛି । ପାଗଳ ମାଙ୍କଡ଼ କାମୁଡ଼ାରେ ୧୦ରୁ ଉର୍ଦ୍ଧ ବ୍ୟକ୍ତି ଆହତ ହୋଇଛନ୍ତି । ଆହତମାନେ କଟକ ମେଡିକାଲରେ ଚିକିତ୍ସିତ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟମାନେ ଏବେ ବି କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ପାଗଳ ମାଙ୍କଡ଼ ଭୟରେ ଲୋକମାନେ ଘରୁ ପଦାକୁ ବାହାରି ପାରୁନାହାନ୍ତି । ଘରୁ ଗୋଡ଼ କାଢ଼ିଲେ ସାଙ୍ଗରେ ଠେଙ୍ଗା ଧରି ବାହାରିବାକୁ ପଡୁଛି ।
ବନ ବିଭାଗ ପାଗଳ ମାଙ୍କଡ଼କୁ କାବୁ କରି ଜଙ୍ଗଲରେ ଛାଡ଼ିବାକୁ ଗ୍ରାମବାସୀ ପ୍ରଶାସନ ନିକଟରେ ଦାବି କରିଛନ୍ତି । ଅନ୍ୟପଟେ ନନ୍ଦନକାନନରୁ ସ୍ୱତନ୍ତ୍ର ଟିମ୍ ଆସି ଟ୍ରାଙ୍କୁଲାଇଜ୍ କରି ପାଗଳ ମାଙ୍କଡ଼କୁ କାବୁ କରିବ । ଏହାଛଡା ଅନ୍ୟ ଉପାୟ ନାହିଁ ବୋଲି ବନବିଭାଗ କର୍ମଚାରୀ କହିଛନ୍ତି।

Tags: monkeysalepur
ShareTweetShareSend
Sanchar Live

Sanchar Live

Next Post
ଶ୍ବେତଗଙ୍ଗା ତୀର୍ଥ ପୁଷ୍କରିଣୀରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ

ଶ୍ବେତଗଙ୍ଗା ତୀର୍ଥ ପୁଷ୍କରିଣୀରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.