Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ସିଏମ୍‌ କିଷାନ ଯୋଜନାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ

Sanchar Live by Sanchar Live
September 8, 2024
in ରାଜନୀତି
0
ସିଏମ୍‌ କିଷାନ ଯୋଜନାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ନେତା ସମ୍ବିତ ରାଉତରାୟ । ସିଏମ କିଷାନ ଯୋଜନାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ରାଜ୍ୟର ଭାଜପା ସରକାର ନୂଆଖାଇ ଅବସରରେ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାକୁ ନେଇ ରାଜ୍ୟ ସରକାର ଚାଷୀଙ୍କ ଉପକାର ହେବ ବୋଲି କହୁଥିବା ବେଳେ ଟାର୍ଗେଟ କରିଛି ବିରୋଧୀ ବିଜେଡି। ଏହି ଯୋଜନାକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି।

ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଭାଜପା ସରକାର ପ୍ରତିଶ୍ରୁତିବଦ୍ଧ। ଗତ ୭୫ ବର୍ଷ ଭିତରେ ଅନ୍ୟ କୌଣସି ସରକାର ଚାଷୀଙ୍କ ଉନ୍ନତି ପାଇଁ କୌଣସି ପଦକ୍ଷେପ ନେଇ ନ ଥିଲା। ମାତ୍ର ମୋଦି ଗତ ୧୦ ବର୍ଷ ମଧ୍ୟରେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ଗତ ସରକାର ତୁଳନାରେ କୃଷି ବଜେଟ୍‌ ୩୬% ବୃଦ୍ଧି ପାଇଛି। ବିଜେଡି ସରକାରରେ ଥିବାବେଳେ ନିଜର ରାଜନୈତିକ ଆଶା ଚରିତ୍ରାର୍ଥ କରିବା ପାଇଁ ପିଏମ୍‌ କିଷାନ ଯୋଜାନରୁ ଅନେକ ଚାଷୀଙ୍କୁ ବଞ୍ଚିତ ରଖିଥିଲା। ଦଳୀୟ କାର୍ଯ୍ୟକର୍ତ୍ତାକୁ ଖୁସି କରିବା ପାଇଁ ନିର୍ବାଚନ ବେଳେ ଜନସାଧାରଣଙ୍କୁ ଭୁଅଁା ବୁଲାଇବା ପାଇଁ କାଳିଆ ଯୋଜନା ଆରମ୍ଭ କରିଥିଲା। ବହୁ ଚାଷୀ ଏହାର ଲାଭ ଉଠାଇ ନ ପାରି ଦୁଃଖ କଷ୍ଟରେ ଚଳୁଥିଲେ ବୋଲି ମନମୋହନ କହିଛନ୍ତି।

ଏହାକୁ କାଉଣ୍ଟର କରିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ବିଜେଡି ସରକାର ସମୟରେ ଯେଉଁ ଯୋଜନା ହୋଇଥିଲା ତାର ନାଁ ପରିବର୍ତ୍ତନ କରି ପ୍ରଚାର କରୁଛନ୍ତି। ଖାଲି ନାଁ ପରିବର୍ତ୍ତନ କରିଦେଲେ କ’ଣ ହେବ ଯୋଜନା ତ ସମାନ ରହିବ। ଲୋକାଭିମୁଖୀ ଯୋଜନା ଯାହାସବୁ ବିଜେଡି କରିଥିଲା ତାକୁ ଆଗକୁ ନେବା ହେଉଛି ନୂଆ ସରକାରର ଦାୟିତ୍ୱ। କାମ କରିବା ପରିବର୍ତ୍ତେ କେବଳ ନାଁ ବଦଳେଇ ଦେଇଦେଲେ କିଛି ହେବନି ସେକଥା ସେମାନେ ଅନୁଭବ କରନ୍ତୁ ବୋଲି ସମ୍ବିତ କହିଛନ୍ତି।

Tags: cm kishan yojanasambit routray
ShareTweetShareSend
Sanchar Live

Sanchar Live

Next Post
ସମ୍ବଲପୁରରେ ହେବ ଦ୍ୱିତୀୟ ଏମ୍ସ : ମୋହନ ମାଝୀ

ସମ୍ବଲପୁରରେ ହେବ ଦ୍ୱିତୀୟ ଏମ୍ସ : ମୋହନ ମାଝୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.