Monday, May 11, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ସନ୍ଦୀପ ଘୋଷଙ୍କୁ ସସ୍‌ପେଣ୍ଡ  କଲା IMA

Sanchar Live by Sanchar Live
August 28, 2024
in ଭାରତ
0
ସନ୍ଦୀପ ଘୋଷଙ୍କୁ ସସ୍‌ପେଣ୍ଡ  କଲା IMA
0
SHARES
1
VIEWS
FacebookTwitter

ସଂଚାର ବ୍ୟୁରୋ: ସାରା ଦେଶରେ କୋଲକାତା ଦୁଷ୍କର୍ମ ହତ୍ୟା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାକୁ ନେଇ ବିବାଦ ଲାଗି ରହିଥିବାବେଳେ ଆଇଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସପାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଦୁଷ୍କର୍ମ  ଓ ହତ୍ୟା ମାମଲାରେ ଇଣ୍ଡିଆନ ମେଡିକାଲ ଆସୋସିଏସନ ପୂର୍ବ ପ୍ରିନ୍ସପାଲ ସନ୍ଦୀପ ଘୋଷଙ୍କୁ ସସପେଣ୍ଡ କରିଛି । ଗତ ୧୦ ଦିନ ମଧ୍ୟରେ ସନ୍ଦୀପଙ୍କୁ ଶହେ ଘଣ୍ଟା ଧରି ପଚରାଉଚରା କରିଥିଲା ସିବିଆଇ । ଗତ ଶନିବାର ଆର୍ଥକ ଅନିୟମିତତା ମାମଲାରେ ସିବିଆଇ ମାମଲା ରୁଜୁ କରିଥିଲା ।

 

Tags: imakolkata rape casesandeep ghosh
ShareTweetShareSend
Sanchar Live

Sanchar Live

Next Post
ଆନନ୍ଦ ବଜାରରେ ବାସୀ ଅବଢ଼ା ବିକ୍ରି ଉପରେ ଲାଗିବ ରୋକ

ଆନନ୍ଦ ବଜାରରେ ବାସୀ ଅବଢ଼ା ବିକ୍ରି ଉପରେ ଲାଗିବ ରୋକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଓଡଗାଁରେ ହିଂସା, ଯୁବକଙ୍କୁ ମାରିଦେଲେ
  • ଖାଇକୁ ଖସିଲା କାର : ୬ ମୃତ, ୪ ଆହତ
  • ରତ୍ନ ଅଳଙ୍କାରର ଗଣତି ମଣତି : ବନ୍ଦ ରହିବ ଭିତର କାଠ ଦର୍ଶନ
  • ହିମନ୍ତ ବିଶ୍ବଶର୍ମା ପୁଣି ହେବେ ଆସାମର ମୁଖ୍ୟମନ୍ତ୍ରୀ, କାଲି ନେବେ ଶପଥ
  • ଆଜି ପଞ୍ଜାବ ଓ ଦିଲ୍ଲୀ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.