Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ଵର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରୀ କାହିଁକି ହାରିଲେ ଜୀବନ ?

Sanchar Live by Sanchar Live
January 13, 2025
in ଓଡିଶା
0
ଭୁବନେଶ୍ଵର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରୀ କାହିଁକି ହାରିଲେ ଜୀବନ ?
0
SHARES
28
VIEWS
FacebookTwitter

ସଂଚାର ବ୍ୟୁରୋ: ହଷ୍ଟେଲରେ ଝୁଲି ପଡିଲେ ଛାତ୍ରୀ। ଭୁବନେଶ୍ଵର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଜଣେ ଛାତ୍ରୀଙ୍କ ଆତ୍ମହତ୍ଯା ଅଭିଯୋଗ। ହଷ୍ଟେଲରେ ସେ ଆତ୍ମହତ୍ଯା କରିଥିବାର ଅଭିଯୋଗ ହୋଇଛି। ମୃତକ ହେଲେ ଉତ୍କଳିକା ସ୍ୱାଇଁ । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଆରମ୍ଭ କରିଛି ତଦନ୍ତ । ପରିବାର ଲୋକଙ୍କୁ ଏସମ୍ପର୍କରେ ଜଣାଯାଇଛି । ତେବେ କାହିଁକି ସେ ଏଭଳି ଚରମ ନିଷ୍ପତ୍ତି ନେଲେ ସେ ନେଇ ସୂଚନା ମିଳିପାରିନାହିଁ । …ମୃତ ଛାତ୍ରୀଙ୍କ ଘର କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ । ମେଧାବୀ ଛାତ୍ରୀ ଥିଲେ ଉତ୍କଳିକା।  କିଛିଦିନ ହେଲା ଡିପ୍ରେସନ ରେ ଥିବା ଭଳି ଜଣାପଡୁଥିଲେ ବୋଲି କୁହାଯାଇଛି। ସେପଟେ କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ପାରିପାର୍ଶ୍ବିକ ପରିସ୍ଥିତି ଯାଞ୍ଚ କରିଛି । ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି ।

Tags: bhubaneswarsangita mahavidyalayaselfkilling
ShareTweetShareSend
Sanchar Live

Sanchar Live

Next Post
ତାତିଲେ ପୁରୀର ଉଠାଦୋକାନୀ, ଜିଲ୍ଲାପାଳଙ୍କ ଅଫିସ ଘେରାଉ

ତାତିଲେ ପୁରୀର ଉଠାଦୋକାନୀ, ଜିଲ୍ଲାପାଳଙ୍କ ଅଫିସ ଘେରାଉ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.