Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସର୍ତ୍ତ ଆଧାରରେ କେନ୍ଦ୍ରାପଡ଼ା ଯାଇପାରିବେ ସାରଥୀ

Sanchar Live by Sanchar Live
March 5, 2025
in ଓଡିଶା
0
ସର୍ତ୍ତ ଆଧାରରେ କେନ୍ଦ୍ରାପଡ଼ା ଯାଇପାରିବେ ସାରଥୀ
0
SHARES
1
VIEWS
FacebookTwitter

କେନ୍ଦ୍ରାପଡା ବାରିମୂଳ ଆଶ୍ରମକୁ ଯାଇପାରିବେ ନାହିଁ ସାରଥୀ । କିନ୍ତୁ ନିଜ ଅସୁସ୍ଥ ଭାଇଙ୍କୁ ଭେଟିବା ଲାଗି ସେ କେତେକ ସର୍ତ୍ତ ଆଧାରରେ କେନ୍ଦ୍ରାପଡ଼ା ଯାଇ ପାରିବେ ବୋଲି ଆଜି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ପୂର୍ବ ନିର୍ଦ୍ଦେଶର ପୁନଃ ବିର୍ଚାର ପାଇଁ ସାରଥୀଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା । ତାଙ୍କ ପାସପୋର୍ଟ ଫେରାଇବା ସହିତ ସର୍ବସାଧାରଣରେ ପ୍ରବଚନ ଦେବାକୁ ଅନୁମତି ଲୋଡ଼ିଥିଲେ ସାରଥୀ।

କିନ୍ତୁ ଉକ୍ତ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ। ତେବେ କେନ୍ଦ୍ରାପଡ଼ା ଯିବା ଲାଗି ତାଙ୍କୁ ଅନୁମତି ମିଳିଛି କିନ୍ତୁ କିଛି ସର୍ତ୍ତ ଆଧାରରେ। ସେଗୁଡିକ ହେଲା ୨ ମାସରେ ଥରେ ସାରଥୀ କେନ୍ଦ୍ରାପଡା ଯାଇପାରିବେ, ସକାଳ ୫ଟାରୁ ସନ୍ଧ୍ୟା ସାଢେ ୫ ଟା ଯାଏଁ ସେ କେନ୍ଦ୍ରାପଡ଼ାରେ ରହିପାରିବେ, ହେଲେ କୌଣସି ପରିସ୍ଥିତିରେ ସେ ବାରିମୂଳ ଆଶ୍ରମ ଯାଇପାରିବେ ନାହିଁ, କେନ୍ଦ୍ରାପଡା ଯିବା ଲାଗି ତାଙ୍କୁ ୭ଦିନ ଆଗରୁ କୋର୍ଟଙ୍କୁ ଜଣାଇବାକୁ ପଡିବ , କେନ୍ଦ୍ରାପଡ଼ା ଥାନା ଏବଂ ନିଜେ ରହୁଥିବା ଥାନାଞ୍ଚଳର ଅଧିକାରୀଙ୍କୁ ମଧ୍ୟ କେଦ୍ରାପଡ଼ା ଗସ୍ତର ୭ ଦିନ ଆଗରୁ ଜଣାଇବେ ସାରଥୀ ।

Tags: highcourtkendrapadasarathi
ShareTweetShareSend
Sanchar Live

Sanchar Live

Next Post
ତରଳିବ ବିଶ୍ୱର ସର୍ବବୃହତ୍ ହିମଖଣ୍ଡ

ତରଳିବ ବିଶ୍ୱର ସର୍ବବୃହତ୍ ହିମଖଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • (no title)
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.