Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ

Sanchar Live by Sanchar Live
June 1, 2025
in ଅପରାଧ
0
ମନ୍ଦିରରେ ମହାପାପ: ନାବାଳିକାଙ୍କୁ ପୂଜକ ଦୁଷ୍କର୍ମ କରିଥିବା ଅଭିଯୋଗ
0
SHARES
11
VIEWS
FacebookTwitter

ପୁରୀ ସତ୍ୟବାଦୀରେ ଲଜ୍ଜା । ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ । ମାନସିକ ଭାରସାମ୍ୟ ହରାଇ ବିଷ ପିଇଦେଲେ ନାବାଳିକା । ଗୁରୁତର ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବରରେ ଚିକିତ୍ସା କରାଯାଉଛି । ଏନେଇ ବଳଙ୍ଗା ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତାଙ୍କ ବାପା ।

ନାବାଳିକା କତା କାମ କରିବାକୁ ଯାଇଥିବା ବେଳେ ଅଭିଯୁକ୍ତ ଅଜୁ ପ୍ରଧାନ ତାଙ୍କ ସହ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ତେବେ କୌଶଳକ୍ରମେ ନାବାଳିକା ଜଣକ ଖସି ଆସିଥିଲେ । ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ହତ୍ୟା କରିବାକୁ ଧମକ ଦେଇଥିଲା ଅଭିଯୁକ୍ତ । ଘରେ ପହଞ୍ଚି କୀଟନାଶକ ପିଇବା ପରେ ବାପାଙ୍କୁ ଫୋନ୍ କରି ଜଣାଇଥିଲେ ନାବାଳିକା । ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ ଅଭିଯୁକ୍ତକୁ ଧରିବାକୁ ସ୍ବତନ୍ତ୍ର ଟିମ୍‌ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି ।

Tags: purirapeSatyabadi
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜିଠୁ ବଦଳିବ କେଉଁ ସବୁ ନିୟମ

ଜାଣନ୍ତୁ ଆଜିଠୁ ବଦଳିବ କେଉଁ ସବୁ ନିୟମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.