Tuesday, October 27, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି

Sanchar Live by Sanchar Live
October 27, 2026
in ଓଡିଶା
0
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି
0
SHARES
13
VIEWS
FacebookTwitter

ବାତ୍ୟା ଅର୍ଣ୍ଣବର ପ୍ରଭାବକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଅପରାହ୍ନ ୧ଟା ଠାରୁ , ଆସନ୍ତାକାଲି୨୮ ଅକ୍ଟୋବର ଯାଏଁ ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି । ଜିଲ୍ଲାରେ ସମସ୍ତ ବିଦ୍ୟାଳୟର ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ନିର୍ଦ୍ଦେଶ ଜାରି ହୋଇଛି । ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ସହ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏଥି ସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।

ଏପଟେ,ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଟ୍ଵିନ୍ ସିଟିରେ ପ୍ରବଳ ବର୍ଷା । ଦିନରେ ରାତି ଭଳି ସ୍ଥିତି । ଅନ୍ଧାର ହେବା ସହ ଜାରି ରହିଛି ବର୍ଷା । ଘଡ଼ଘଡ଼ି ସହ ପୁରା ଆକାଶ ମେଘାଛନ୍ନ। ପ୍ରବଳ ବର୍ଷା ଯୋଗୁଁ କଟକ ଓ ଭୁବନେଶ୍ବରରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କଟକ ସହରରେ ବଡ଼ ବଡ଼ ହୋର୍ଡିଂ ଗୁଡିକୁ ଖୋଲି ଦିଆଯାଇଥିବା ବେଳେ, ଅତି ଉଚ୍ଚ ବଡ ବଡ଼ ଦୁର୍ଗାପୂଜା ତୋରଣ ମଧ୍ୟ ଖୋଲି ଦିଆଯାଇଛି । ଜଳ ନିସ୍କାସନ ପାଇଁ ତିନି ଶହରୁ ଅଧିକ ପମ୍ପ ସେଟ୍ ପ୍ରସ୍ତୁତ ରଖିଛି କଟକ ମହାନଗର ନିଗମ ।

Tags: cyclonekhordhaSchool holiday
ShareTweetShareSend
Sanchar Live

Sanchar Live

Next Post
ଜେଲରୁ ଚମ୍ପଟ ମାରିଲେ ୧୭ କଏଦୀ

ଜେଲରୁ ଚମ୍ପଟ ମାରିଲେ ୧୭ କଏଦୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଟ୍ଵିନ୍ ସିଟିରେ ପ୍ରବଳ ବର୍ଷା
  • ଜେଲରୁ ଚମ୍ପଟ ମାରିଲେ ୧୭ କଏଦୀ
  • ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି
  • ତକିଆ ତଳେ ମୋବାଇଲ ଥୋଇ ଶୋଉଛନ୍ତି କି?
  • ପିକ୍-ଅପ୍ ଭ୍ୟାନରୁ ଧରାପଡ଼ିଲା ନଗଦ ୪ କୋଟି କ୍ୟାସ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.