Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାଲିଠୁ ଝାରସୁଗୁଡାରେ ସ୍କୁଲ ଛୁଟି

Sanchar Live by Sanchar Live
April 22, 2025
in ଓଡିଶା
0
କାଲିଠୁ ଝାରସୁଗୁଡାରେ ସ୍କୁଲ ଛୁଟି
0
SHARES
73
VIEWS
FacebookTwitter

ପାରଦ ବଢୁଛି ତାତି କଲବଲ କରୁଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି । କାଲିଠୁ ସ୍କୁଲ ଛୁଟି ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ । ୨୩ରୁ ୨୫ ତାରିଖ ଯାଏଁ ସ୍କୁଲ ଛୁଟି ରହିବା ନେଇ ନିର୍ଦ୍ଦେଶ ଦିଆଯାଇଛି ।

ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ଯାଏଁ ଜଳିବ ପଶ୍ଚିମ ଓଡ଼ିଶା । ତେବେ ୨୪ ତାରିଖ ଯାଏଁ ଝାରସୁଗୁଡ଼ା ରହିବ ସବୁଠାରୁ ଉତ୍ତପ୍ତ । ଏହାସହ ଆଜିପାଇଁ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି  ।  ୨୫ ଯାଏଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ପଶ୍ଚିମ ଓଡ଼ିଶାକୁ ମିଳିବ ନାହିଁ ନିସ୍ତାର  ।  ଉପକୂଳ ଓଡ଼ିଶାରେ ଗୁଳୁଗୁଳି କଲବଲ କରିବ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି  ।

Tags: bank holidayjharsugudaschool
ShareTweetShareSend
Sanchar Live

Sanchar Live

Next Post
ପଞ୍ଚାୟତିରାଜ ଦିବସରେ ନୂଆ ରାସନ କାର୍ଡ ବାଣ୍ଟିବେ ମୁଖ୍ଯମନ୍ତ୍ରୀ

ପଞ୍ଚାୟତିରାଜ ଦିବସରେ ନୂଆ ରାସନ କାର୍ଡ ବାଣ୍ଟିବେ ମୁଖ୍ଯମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.