Wednesday, June 25, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ

Sanchar Live by Sanchar Live
June 25, 2025
in ଓଡିଶା
0
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
0
SHARES
20
VIEWS
FacebookTwitter

ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲୁଛି ସ୍କୁଲ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଛୁଟି ଘୋଷଣାକୁ ୫ ଦିନ ପାଇଁ ବୃଦ୍ଧି କରାଯାଇଥିଲା । ତେବେ ସ୍କୁଲ ଖୋଲିବା ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି , ସ୍କୁଲଗୁଡ଼ିକୁ ସଫେଇ କରାଯାଇଛି । ଜଳ ବିଶୋଧନ ପରେ ସ୍କୁଲ ଗୁଡିକ ଆଜି ଖୋଲୁଛି । ଜିଲ୍ଲା ଶିକ୍ଷାଧିକରୀ ପ୍ରତି ବ୍ଲକ ଶିକ୍ଷା ଅଧିକାରୀଙ୍କ ସହ ଯୋଗାଯୋଗରରେ ରହି ସ୍କୁଲ ଜଳ ବିଶୋଧନକୁ ଗୁରୁତ୍ୱ ଦେଇଥିବା ବେଳେ ଜିଲ୍ଲାପାଳ ମଧ୍ୟ ଏହାକୁ ମନିଟରିଙ୍ଗ୍‌ କରିଛନ୍ତି । ତେବେ ଶିକ୍ଷକମାନେ ସ୍କୁଲ ଆସୁଥିବା ବେଳେ କେବଳ ପିଲାମାନଙ୍କ ପାଇଁ ଛୁଟି ଅବଧି ବୃଦ୍ଧି କରିଥିଲେ ଜିଲ୍ଲାପାଳ।

ଅନ୍ୟପଟେ ଯାଜପୁରରେ ଡାଇରିଆ ପରେ ଜଣ୍ଡିସ୍‌ ସମସ୍ୟା ଦେଖାଦେଇଛି । ଜଣ୍ଡିସ୍‌ ରୋଗୀ ଚିହ୍ନଟ ପରେ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ । ଗତକାଲି ୧୫ ଜଣକ ରକ୍ତ, ୧୦ ଜଣକ ଝାଡା ଓ ୪ ଜଣକ ଜଳ ନମୁନା ପରୀକ୍ଷା ପାଇଁ ନିଆ ଯାଇଛି । ଗାଁରେ ସ୍ୱାସ୍ଥ୍ୟ କ୍ୟାମ୍ପ କରାଯାଇ ସେବା ଯୋଗାଇ ଦିଆଯାଉଛି ।

Tags: dihreajajpurschool open
ShareTweetShareSend
Sanchar Live

Sanchar Live

Next Post
ଦୁଷ୍କର୍ମ ଅଭିଯୋଗରେ ବିଜେପି ନେତା ଭବାନୀ ଶଙ୍କର ଦାସ ଗିରଫ

ଦୁଷ୍କର୍ମ ଅଭିଯୋଗରେ ବିଜେପି ନେତା ଭବାନୀ ଶଙ୍କର ଦାସ ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୪ ଘଣ୍ଟାରେ ଲଘୁଚାପ, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
  • ପୋଲାର୍ଡଙ୍କ ବିରଳ ରେକର୍ଡ : ୭୦୦ ଟି-ଟ୍ୱେଣ୍ଟି ଖେଳିବାରେ ପ୍ରଥମ ଖେଳାଳି
  • ୨ୟ ଭାରତୀୟ ଭାବେ ମହାକାଶକୁ ଗଲେ ଶୁଭାଂଶୁ ଶୁକ୍ଳା
  • ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ ଧର୍ମେନ୍ଦ୍ର
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ; କାଲି ନବଯୌବନ ବେଶ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.