Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖାଲି ପଦବୀ ଭର୍ତ୍ତି ପାଇଁ SECR ର ଘୋଷଣା

Sanchar Live by Sanchar Live
April 8, 2025
in ଓଡିଶା
0
ଖାଲି ପଦବୀ ଭର୍ତ୍ତି ପାଇଁ SECR ର ଘୋଷଣା
0
SHARES
9
VIEWS
FacebookTwitter

ରେଲୱେ ଚାକିରି କରିବାକୁ ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ନାଗପୁର ଡିଭିଜନରେ ଆପ୍ରେଣ୍ଟିସ୍ ନିଯୁକ୍ତି ଭର୍ତ୍ତି ପାଇଁ ସାଉଥ୍ ଇଷ୍ଟ ସେଣ୍ଟ୍ରାଲ ରେଲୱେ(SECR)  ଘୋଷଣା କରିଛନ୍ତି । ଏହି ନିଯୁକ୍ତିରେ ୧୫ବର୍ଷରୁ ଉର୍ଦ୍ଧ୍ବ ପ୍ରାର୍ଥୀ ଆବେଦନ କରିପାରିବେ । ଆବେଦନ ପ୍ରକ୍ରିୟା ୫ ଏପ୍ରିଲରୁ ଆରମ୍ଭ ହୋଇଛି । ଆବେଦନ ପାଇଁ କୌଣସି ଶୁଳ୍କ ଧାର୍ଯ୍ୟ କରାଯାଇନାହିଁ । ଅଧିକ ବିବରଣୀ ପାଇଁ ଏହାର ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରିପାରିବେ ।

ବୟସ ସୀମା : ଆବେଦନକାରୀଙ୍କ ବୟସ ସୀମା ୧୫ରୁ ୨୪ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ ।

ଶିକ୍ଷାଗତ ଯୋଗ୍ୟତା : ଆବେଦନକାରୀ ୫୦ପ୍ରତିଶତ ମାର୍କ ରଖିଥିବା ଜରୁରୀ । ୧୦ମ,  ଆଇଟିଆଇ ଏବଂ ଡିପ୍ଲୋମା ପାସ୍ କରିଥିବା ଆବଶ୍ୟକ ।

ଆବେଦନ ତାରିଖ : ୫ଏପ୍ରିଲରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଚୟନ ପ୍ରକ୍ରିୟା : ୧୦ମ ଏବଂ ଆଇଟିଆଇ ସାର୍ଟିଫିକେଟ ଆଧାରରେ ଚୟନ କରାଯିବ । ଏହି ନିଯୁକ୍ତି ପାଇଁ କୌଣସି ପରୀକ୍ଷା ଅଥବା ଉଣ୍ଟରଭ୍ୟୁ କରାଯିବ ନାହିଁ ।

ଆବେଦନ ପ୍ରକ୍ରିୟା :

ପ୍ରଥମେ ଆବେଦନକାରୀ ଅପ୍ରେଣ୍ଟିସ୍ ପୋର୍ଟାଲକୁ ଯାଆନ୍ତୁ ।

ରେଜିଷ୍ଟ୍ରେସନ ଆଜ୍ ଏ କ୍ୟାଣ୍ଡିଡେଟ୍ ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ ।

ଏହା ପରେ ଲଗଇନ୍ ଆଜ୍ ଏ କ୍ୟାଣ୍ଡିଡେଟ ଲିଙ୍କ୍ ଉପରେ କ୍ଲିକ୍ କରି ଜରୁରୀ ବିବରଣୀ ପୂରଣ କରନ୍ତୁ ।

ଶେଷରେ ଫର୍ମକୁ ସବମିଟ କରନ୍ତୁ ।

 

Tags: jobrailwaySsc
ShareTweetShareSend
Sanchar Live

Sanchar Live

Next Post
ପୁଣି ଶ୍ରୀମନ୍ଦିରରେ ଅଘଟଣ, ଗରମ ଡାଲି ପଡ଼ି ଜଣେ ବୋଝିଆ ଗୁରୁତର

ପୁଣି ଶ୍ରୀମନ୍ଦିରରେ ଅଘଟଣ, ଗରମ ଡାଲି ପଡ଼ି ଜଣେ ବୋଝିଆ ଗୁରୁତର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.