Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

କଳାପଥରରେ ସେକ୍ସ ରାକେଟ ଠାବ, ଗ୍ରାହକ ବେଶରେ ଯାଇ ଧରିଲେ ବୈଦେଶ୍ବର ଥାନା ଅଧିକାରୀ

Sanchar Live by Sanchar Live
December 3, 2024
in ଅପରାଧ
0
କଳାପଥରରେ ସେକ୍ସ ରାକେଟ ଠାବ, ଗ୍ରାହକ ବେଶରେ ଯାଇ ଧରିଲେ ବୈଦେଶ୍ବର ଥାନା ଅଧିକାରୀ
0
SHARES
45
VIEWS
FacebookTwitter

ବାଙ୍କୀ: ବାଙ୍କୀରେ ଦେହ ବ୍ୟବସାୟ । ବାଙ୍କୀ- ବୈଦେଶ୍ୱର ଥାନା ଅନ୍ତର୍ଗତ କଳାପଥରରେ ସେକ୍ସ ରାକେଟ ଠାବ ହୋଇଛି । ଗ୍ରାହକ ବେଶରେ ଯାଇ ଧରିଲେ ବୈଦେଶ୍ବର ଥାନା ଅଧିକାରୀ । ୨ ଯୁବତୀଙ୍କ ସହ ୨ ଯୁବକଙ୍କୁ ଧରିଲା ପୋଲିସ । ସେମାନଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି । କଳାପଥର ଧଳାପଥର ମଧ୍ଯସ୍ଥଳରେ ଥିବା ଏକ ଘରେ ଦୀର୍ଘ ଦିନ ଧରି ସେକ୍ସ ରାକେଟ ଚାଲୁଥିବା ଖବର ପାଇଥିଲା ବୈଦେଶ୍ବର ଥାନା ପୋଲିସ । ଏହାପରେ ନିଜେ ଥାନା ଅଧିକାରୀ ଗ୍ରାହକ ବେଶରେ ଯାଇ ରେଡ୍ କରିଥିଲେ ।  ଘଟଣାସ୍ଥଳରୁ ବହୁ ଆପତ୍ତିଜନକ ସାମଗ୍ରୀ ଜବତ କରିବା ସହ ସମସ୍ତଙ୍କୁ ଥାନାରେ ଅଟକ ରଖାଯାଇଛି ।

ସୂଚନା ଯୋଗ୍ୟ ନଭେମ୍ବର ୨୮ରେ ମଧ୍ଯ ଭୁବନେଶ୍ୱର ଖଣ୍ଡଗିରି ଥାନା ମଧୁସୂଦନ ନଗର ଅଞ୍ଚଳରେ ସେକ୍ସ୍ ରାକେଟ ଠାବ ହୋଇଥିଲା । ଏହି ଘଟଣାରେ ୪ ଯୁବତୀଙ୍କୁ ଉଠାଇ ନେଇଥିଲା ଖଣ୍ଡଗିରି ଥାନା ପୋଲିସ । ଖଣ୍ଡଗିରି ଅଞ୍ଚଳର ଏକ ଘରେ ଏହି ସେକ୍ସ କାରବାର ଚାଲିଥିଲା । ଏଥିରେ ନୟାଗଡ଼ର ଜଣେ ରାଣୀ ମହୁମାଛୀଙ୍କ ଜରିଆରେ ଏହି କାରବାର ଚାଲିଥିବା ପୋଲିସ ଜାଣିବାକୁ ପାଇଥିଲା ।

ସେହିପରି କିଛି ଦିନ ତଳେ କଟକ ମଧୁପାଟଣା ଥାନା ଅଞ୍ଚଳରୁ ସନ୍ଦେହଜନକ ଭାବେ ନାବାଳିକା ଉଦ୍ଧାର ଘଟଣାରେ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଥିଲା ପୋଲିସ । ନାବାଳିକାଙ୍କୁ ଦେହଜୀବୀ ଭାବେ କାମରେ ଲଗାଇଯାଇଥିବା ନେଇ କଟକ ଶିଶୁ ମଙ୍ଗଳ କମିଶନଙ୍କ ରିପୋର୍ଟ ପରେ ଏବେ ଦ୍ବୈତନଗରୀରେ ବାଂଲଦେଶୀ ସେକ୍ସ ରାକଟେକୁ ନେଇ ଚର୍ଚ୍ଚା ଚାଲିଥିଲା । ନାବାଳିକାଙ୍କ ବୟାନ ଆଧାରର CWC ଯେଉଁ ରିପୋର୍ଟ ପ୍ରସ୍ତୁତ କରିଛି, ତାକୁ ନେଇ ଖେଳିଛି ଚାଞ୍ଚଲ୍ୟ ।

Tags: bankiKalapatharsex raket
ShareTweetShareSend
Sanchar Live

Sanchar Live

Next Post
ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.