Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଡିସେମ୍ବର ୩୦ରେ ଗୃହମନ୍ତ୍ରୀ ଅମିତ ସାହା ଆସିବେ ସମ୍ବଲପୁର

Sanchar Live by Sanchar Live
December 19, 2024
in ଓଡିଶା
0
ଡିସେମ୍ବର ୩୦ରେ ଗୃହମନ୍ତ୍ରୀ ଅମିତ ସାହା ଆସିବେ ସମ୍ବଲପୁର
0
SHARES
17
VIEWS
FacebookTwitter

ସମ୍ବଲପୁର : ଡିସେମ୍ବର 30 ତାରିଖରେ ସମ୍ବଲପୁର ଗସ୍ତ ରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ସାହା  l ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ  l ଏହାପରେ ବୁର୍ଲା ଭୀମସାର ରେ ଏକ ସ୍ୱତନ୍ତ୍ର କୋଠାକୁ ଉଦଘାଟିତ କରିବେ  l ଏହାପରେ କୁଦପାଲିକୁ ଆସି ସ୍ୱାଧୀନତା ସଂଗ୍ରାମୀ ତଥା ସୁରେନ୍ଦ୍ର ସାଏଙ୍କ ଭାଈ ସହିଦ ଛବିଲ ସାଏଙ୍କ ବଳିଦାନ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ  l

ଏହାସହ ଛବିଲ ସାଏଙ୍କ ଜୀବନି ଉପରେ ଆଧାରିତ ଏକ ପୁସ୍ତିକା ମଧ୍ୟ ଉନ୍ମୋଚନ କରିବେ ବୋଲି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଓ ରେଙ୍ଗାଲିର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା ନାଉରି ନାଏକ ସୂଚନା ଦେଇଛନ୍ତି  l ସେପଟେ ଆହୁରି ଅନେକ କାର୍ଯ୍ୟକ୍ରମର ତାଲିକା ମଧ୍ୟ ବନାଚାଲିଛି  l  ଏନେଇ ସମ୍ବଲପୁର ଜ଼ିଲ୍ଲାପାଳ, କମିଶନର, ଏସପି କୁଦପାଲି ଯାଇ ସ୍ଥିତି ସମୀକ୍ଷା କରିଛନ୍ତି  l  ତେବେ ଏହି କାର୍ଯ୍ୟକ୍ରମରେ କିଛି ପତିବର୍ତ୍ତନ ହେବାର ମଧ୍ୟ ସମ୍ଭାବନା ରହିଛି l

Tags: Amit shahsambalpur
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.