Sunday, August 3, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
August 2, 2025
in ଓଡିଶା
1
ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
0
SHARES
943
VIEWS
FacebookTwitter

ଆର ପାରିରେ ସିଦ୍ଧାନ୍ତଙ୍କ ମାଆ । ଓଡ଼ିଶାର ଖ୍ୟାତନାମା ଅଭିନେତା ତଥା ବିଜେପି ଦଳର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ । କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ହଠାତ୍‌ ତାଙ୍କର ପରଲୋକ ଘଟିଛି । ସେ ଜଣେ ଧର୍ମପରାୟଣା, ପରୋପକାରିଣୀ ଏବଂ ବନ୍ଧୁବତ୍ସଳା ମହିଳା ଭାବେ ଜନପ୍ରିୟ ଥିଲେ ।

ମାଆଙ୍କ ବିୟୋଗରେ ଭାଙ୍ଗିପଡ଼ିଛନ୍ତି ପୁଅ ତଥା ବିଧାୟକ ସିଦ୍ଧାନ୍ତ ମହାପାତ୍ର । କେବଳ ସିଦ୍ଧାନ୍ତ ନୁହଁନ୍ତି ରାଜ୍ୟ ରାଜନୀତିର ବଡ଼ ବଡ଼ ବ୍ୟକ୍ତିତ୍ୱ ମଧ୍ୟ ଏହି ଖବର ଶୁଣିବା ପରେ ମର୍ମାହତ ହୋଇପଡ଼ିଛନ୍ତି ।

କେନ୍ଦ୍ର ଉଚ୍ଚଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଏକ୍ସ ହ୍ୟାଣ୍ଡେଲରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ସିଦ୍ଧାନ୍ତଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ମାଆଙ୍କ ଶେଷ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂହ ମଧ୍ୟ ଉପସ୍ଥିତ ଅଛନ୍ତି ।

Tags: dharmendra pradhanmohan majhisidhanta mohapatra
ShareTweetShareSend
Sanchar Live

Sanchar Live

Next Post
ସତରେ କଣ ଭୋଟର ଲିଷ୍ଟରେ ନାହିଁକି ତେଜସ୍ବୀଙ୍କ ନାମ ? କାହିଁକି କହିଲେ ଏମିତି…

ସତରେ କଣ ଭୋଟର ଲିଷ୍ଟରେ ନାହିଁକି ତେଜସ୍ବୀଙ୍କ ନାମ ? କାହିଁକି କହିଲେ ଏମିତି...

Comments 1

  1. Swaraj kumar Parhi says:
    2 days ago

    Om Shanti

    Reply

Leave a Reply to Swaraj kumar Parhi Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧିକ ପାଣି ପିଉଥିଲେ ସାବଧାନ ! ହୋଇପାରେ ଏହି ବଡ଼ ରୋଗ
  • ଆଉ ଡବ୍ଲୁସିଏଲ୍ ଖେଳିବନି ପାକିସ୍ତାନ
  • ବେଆଇନ ହଷ୍ଟେଲ ତୁରନ୍ତ ବନ୍ଦ କରିବାକୁ ରାଷ୍ଟ୍ରୀୟ ହିନ୍ଦୁ ପରିଷଦର ଦାବିପତ୍ର
  • ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ରୋଗୀ
  • ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା, ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.