Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଶିମିଳିପାଳକୁ ଆସିଲା ଦ୍ଵିତୀୟ ବାଘୁଣୀ “ଜୀନତ୍”

Sanchar Live by Sanchar Live
November 15, 2024
in ଓଡିଶା
0
0
SHARES
8
VIEWS
Facebook
Twitter

ଶିମିଳିପାଳକୁ ଆସିଲା ଦ୍ଵିତୀୟ ବାଘୁଣୀ “ଜୀନତ୍”। ପ୍ରଥମ ବାଘୁଣୀ ଜମୁନାକୁ ଶିମିଳିପାଳ ଅଭୟାରଣ୍ୟରେ ମୁକ୍ତ ଭାବେ ଛଡା ଯାଇଥିଲା । ଏହା ପରେ ଗୁରୁବାର ସନ୍ଧ୍ୟାରେ ମହାରାଷ୍ଟ୍ର ତାଡ଼ବା ଅନ୍ଧାରୀ ଟାଇଗର ରିଜର୍ଭରୁ ଆସି ମୟୂରଭଞ୍ଜରେ ପହଞ୍ଚିଲା ଆଉ ଏକ ବାଘୁଣୀ । ପରେ ଆଜି ସକାଳ ୯ ଟା ୩୦ରେ ତାକୁ ଏନକ୍ଲୋଜରେ ଛଡ଼ା ଯାଇଥିଲା । ଜୀନତ୍ ୩ ବର୍ଷ ବୟସର ବାଘୁଣୀ ହୋଇଥିବା ବେଳେ ସୁସ୍ଥ ଓ ସକ୍ରିୟ ଅଛି। କଲର୍ ଆଇଡି ଦ୍ଵାରା ଏବେ ୧୫ ଦିନ ଯାଏଁ ତା ସ୍ବାସ୍ଥ୍ୟ ଓ ଗତିବିଧି ଉପରେ ନଜର ରଖାଯିବ ବୋଲି ଏସ ଟି ଆର୍ ପକ୍ଷରୁ ସୂଚନା ମିଳିଛି ।

ଯମୁନାକୁ ୧୫ ଦିନ ଲାଗି ଯେଉଁ ଏନକ୍ଲୋଜରରେ ରଖ ଯାଇଥିଲା ଜୀନତକୁ ମଧ୍ୟ ସେହିଠାରେ ଛଡାଯାଇଛି । ନଭେମ୍ୱର୧୩ ତାରିଖ ଅପରାହ୍ନ ୪ ଟା ବେଳେ ତାବୋଡା ଠାରେ ତାକୁ ନିଶ୍ଚେତକ ଦିଆଯାଇ ଧରାଯିବା ପରେ ୯୦୦କିମି ଯାତ୍ରା କରାଇ ଗୁରୁବାର ରାତି ୧୦ ଟା ରେ ଶିମିଳିପାଳର ଗୁଡୁଗୁଡ଼ିୟା ଠାରେ ପହଞ୍ଚିଥିଲା ।

Related posts

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

November 7, 2026
ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026
Tags: Mayurbhanjatigress

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.