Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଏହି ଦିଗକୁ ମୁଣ୍ଡ କରି ଶୋଉଛନ୍ତି କି ? ଲାଗି ରହିବ ରୋଗ, ଧନର ଅଭାବ ଏବଂ ଅଶାନ୍ତି… ଦିନରେ ଶୋଉ ନାହାନ୍ତି ତ ?

Sanchar Live by Sanchar Live
June 5, 2025
in ଜୀବନ ଶୈଳୀ
0
ଏହି ଦିଗକୁ ମୁଣ୍ଡ କରି ଶୋଉଛନ୍ତି କି ? ଲାଗି ରହିବ ରୋଗ, ଧନର ଅଭାବ ଏବଂ ଅଶାନ୍ତି… ଦିନରେ ଶୋଉ ନାହାନ୍ତି ତ ?
0
SHARES
25
VIEWS
FacebookTwitter

ସଂଚାର ବ୍ୟୁରୋ: ବାସ୍ତୁ ଶାସ୍ତ୍ରରେ ଖାଦ୍ୟ ଖାଇବା, ଶୋଇବା, ପାଠ ପଢିବା, ପୂଜା କରିବା ପାଇଁ ସଠିକ୍‌ ଦିଗର ବର୍ଣ୍ଣନା କରାଯାଇଛି । ସେହିଭଳି ଭୁଲ୍‌ ଦିଗରେ ଏସବୁ କାମ କରିବା ଦ୍ୱାରା ଅନେକ ସମସ୍ୟାର ସାମ୍ନା କରିବାକୁ ପଡିଥାଏ। ଜୀବନରେ ଅଶାନ୍ତି, ଘରେ କଳହ, ଆର୍ଥିକ ସସମ୍ୟା ଲାଗି ରହିଥାଏ । ରୋଗ-ଧନର ଅଭାବ ମଧ୍ୟ ଲାଗି ରୁହେ । ବାସ୍ତୁ ଅନୁସାରେ ଭୁଲ୍‌ ଦିଗକୁ ମୁଣ୍ଡ କରି ଶୋଇଲେ ଶରୀରରେ ରୋଗ ଲାଗି ରହିଥାଏ । କୁହାଯାଏ ପର୍ଯ୍ୟାପ୍ତ ଓ ଶାନ୍ତିରେ ଶୋଇଲେ ଶରୀର ସୁସ୍ଥ ରହିଥାଏ । ବାସ୍ତୁ ଅନୁସାରେ ସଠିକ୍‌ ଦିଗକୁ ମୁଣ୍ଡ କରି ଶୋଇଲେ ଭଲ ନିଦ, ଦେବୀ-ଦେବତାଙ୍କ ଆଶୀର୍ବାଦ,କୃପା ପ୍ରାପ୍ତି ହୋଇଥାଏ ।

ଭୁଲ୍‌ ଦିଗକୁ ମୁଣ୍ଡ କରି ଶୋଇଲେ, ମାନସିକ ଦୁଃଶ୍ଚିନ୍ତା ସହ ଅନେକ ଶାରିରୀକ ସମସ୍ୟା ଓ ଧନ ଅଭାବ ଲାଗି ରହିଥାଏ। ବାସ୍ତୁ ଅନୁସାରେ ଉତ୍ତର ଦିଗକୁ ମୁଣ୍ଡ କରି ଶୋଇବା ଉଚିତ୍‌ ନୁହେଁ। ଏହାଦ୍ୱାରା ଅଶୁଭ ପ୍ରଭାବ ପଡିଥାଏ । ଏହି ଦିଗକୁ ମୁଣ୍ଡ କରି ଶୋଇଲେ ରକ୍ତ ସଞ୍ଚାଳନ ସଠିକ୍‌ ଭାବେ ହୋଇ ପାରିନଥାଏ । ଉନ୍ନତି ହୋଇନଥାଏ । ଶରୀରରେ ଶକ୍ତିର ଅଭାବ, ମାନସିକ ଅଶାନ୍ତି ସହ ଅନ୍ୟାନ୍ୟ ରୋଗ ଲାଗି ରହିଥାଏ। ଆର୍ଥିକ ସମସ୍ୟା ସହ କରଜ ମଧ୍ୟ ଲାଗି ରହିଥାଏ। ମାତ୍ର ଦକ୍ଷିଣ ଦିଗକୁ ମୁଣ୍ଡ କରି ଶୋଇବାକୁ ଉତ୍ତମ ବୋଲି ମାନ୍ୟତା ରହିଛି। ଶାନ୍ତି ଓ ଆରାମଦାୟକ ନିଦ ହୋଇଥାଏ। ଦକ୍ଷିଣ ଭଳି ପୂର୍ବ ଓ ପଶ୍ଚିମ ଦିଗକୁ ମଧ୍ୟ ମୁଣ୍ଡ କରି ଶୋଇପାରିବେ। ମାତ୍ର ଉତ୍ତର ଦିଗକୁ ମୁଣ୍ଡ କରି ଶୋଇବାକୁ ବାରଣ କରାଯାଇଛି।

Tags: lifestylesleeping
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.