Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସାପ କାମୁଡ଼ାରେ ୩ ଭଉଣୀ ମୃତ

Sanchar Live by Sanchar Live
September 9, 2024
in ଓଡିଶା
0
ସାପ କାମୁଡ଼ାରେ ୩ ଭଉଣୀ ମୃତ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ସର୍ପାଘାତରେ ୩ ଭଉଣୀ ମୃତ । ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତ ଚରିଆପାଲି ଗାଁରେ ଅଭାବନୀୟ ଘଟଣା । ବାପା ଗୁରୁତର । ଗତକାଲି ବିଳମ୍ବିତ ରାତିରେ ବାପା ଓ ୩ ଝିଅ ଶୋଇଥିବା ବେଳେ ଚିତି ସାପ କାମୁଡିଥିଲା । ଗୁରୁତର ଅବସ୍ଥାରେ ପରିବାର ଲୋକେ ସେମାନଙ୍କୁ ଉଦ୍ଧାର କରି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।

ଚିକିତ୍ସିତ ଅବସ୍ଥାରେ ୩ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ବାପାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ମୃତକ ୩ ଜଣ ହେଉଛନ୍ତି ସୁଧିରେଖା ମଲ୍ଲିକ, ଶୁଭରେଖା ମଲ୍ଲିକ ଓ ସୁରଭି ମଲ୍ଲିକ୍ ।

ମୃତକଙ୍କ ବାପାଙ୍କ କହିବା ଅନୁସାରେ, ଘରେ ୩ଝିଅ, ପୁଅ ଓ ସ୍ୱାମୀ ସ୍ତ୍ରୀ ଶୋଇଥିଲେ। ରାତି ଅଧରେ ହଠାତ୍ କିଏ କାମୁଡିବା ଭଳି ଅନୁଭବ ହେବାରୁ ସେ ଉଠିପଡିଥିଲେ । ଏହାପରେ ସାନ ଝିଅକୁ ଉଠାଇଥିଲେ। ସେତେବେଳକୁ ସେ ହୋସ୍‌ରେ ନଥିଲା। ଏହାପରେ ମଝିଆ ଓ ବଡ଼ ଝିଅକୁ ବି ସାପ କାମୁଡି ଦେଇଥିଲା । ଏହାପରେ ସମସ୍ତେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରେ ଡାକ୍ତର ୩ ଭଉଣୀଙ୍କୁ ମୃତ ଘୋଷଣା କରିଥିଲେ। ମା’ ଓ ପୁଅ ସୁରକ୍ଷିତ ଅଛନ୍ତି। ବାପାଙ୍କ ଅବସ୍ଥା ଗୁରୁତର ରହିଥିବା ବେଳେ ଚାକିତ୍ସା ଚାଲିଛି ।

Tags: boudhasnake bite
ShareTweetShareSend
Sanchar Live

Sanchar Live

Next Post
ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ସ୍ଥାନ ପାଇଲେ ଏହି ଖେଳାଳି

ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ସ୍ଥାନ ପାଇଲେ ଏହି ଖେଳାଳି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.