Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ସୋଆ ଆଇଟିଇଆର କ୍ୟାମ୍ପସ୍‌ ପରିସରରେ ନୂତନ କ୍ୟାଣ୍ଟିନ୍‌ ଉଦ୍‌ଘାଟିତ

Sanchar Live by Sanchar Live
January 8, 2025
in Uncategorized
0
ସୋଆ ଆଇଟିଇଆର କ୍ୟାମ୍ପସ୍‌ ପରିସରରେ ନୂତନ କ୍ୟାଣ୍ଟିନ୍‌ ଉଦ୍‌ଘାଟିତ
0
SHARES
6
VIEWS
FacebookTwitter

ଭୁବନେଶ୍ୱର :  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନିକାଲ୍‌ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) କ୍ୟାମ୍ପସ୍‌ର ବିଏଚ୍‌୭ ଛାତ୍ର ନିବାସ ଡାଇନିଙ୍ଗ୍‌ ରୁମ୍‌ରେ ସୋଡେକ୍ସୋ ଫୁଡ୍‌ ସର୍ଭିସେସ୍‌ ଆଣ୍ଡ ଫ୍ୟାସଲିଟି ମ୍ୟାନେଜମେଂଟ ଦ୍ୱାରା ଏକ ନୂତନ କ୍ୟାଂଟିନ୍‌ ବୁଧବାର ଉଦ୍‌ଘାଟିତ ହୋଇଛି ।

ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଆଇଟିଇଆର କମ୍ପ୍ୟୁଟର ସାଇନସ୍‌ ଆଣ୍ଡ ଇଞ୍ଜିନିୟରିଂ (ସିଏସ୍‌ଇ) ବିଭାଗର ମୁଖ୍ୟ ପ୍ରଫେସର (ଡକ୍ଟର) ଦେବାହୁତି ମିଶ୍ର ଯୋଗ ଦେଇଥିଲେ । ସେହିପରି  ସୋଡେକ୍ସୋ କମ୍ପାନୀର ନିର୍ଦ୍ଦେଶକ ମନ୍‌ଜିତ୍‌ ସିଂ ଅହଲାୱାତ ଯୋଗଦେଇ କହିଥିଲେ ଯେ, ଏଠାକାର ଉତ୍ତମ ପରିବେଶରେ ଖାଦ୍ୟ ପ୍ରସ୍ତୁତ କରିବା ତାଙ୍କୁ ଅତ୍ୟନ୍ତ ଆନନ୍ଦଦାୟକ ଲାଗୁଛି । ଛାତ୍ରମାନଙ୍କୁ ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟକର, ସୁସ୍ୱାଦୁ ଓ ପୁଷ୍ଟିକର ଖାଦ୍ୟ ପ୍ରଦାନ କରାଯିବ ବୋଲି ଶ୍ରୀ ଅହଲାୱାତ କହିଥିଲେ ।

ପରିଷ୍କାର ଓ ପରିଚ୍ଛନ୍ନତା ଉପରେ ବିଶେଷ ଗୁରୁତ୍ୱ ପ୍ରଦାନ କରାଯିବା ସହିତ ଏଠାରେ ଇଣ୍ଡିଆନ୍‌ ଓ ଚାଇନିଜ ପରି ବିଭିନ୍ନ ପ୍ରକାର ଖାଦ୍ୟ ପରିବେଷଣ କରାଯିବ ବୋଲି ସେ କହିଥିଲେ । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସୋଆ ସ୍କୁଲ୍‌ ଅଫ୍‌ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ର ଡିନ୍‌ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି, ଆଇଟିଇଆରର ଟ୍ରିପଲ୍‌ ଇ’ ର ଆସୋସିଏଟ୍‌ ପ୍ରଫେସର ଡକ୍ଟର ରଞ୍ଜନ କୁମାର ମଲ୍ଲିକ୍‌ ଏବଂ ସୋଡେକ୍ସୋ କମ୍ପାନୀ ପକ୍ଷରୁ ଶ୍ରୀ ଯୁବରାଜ ଆୱେଟ୍‌ ପ୍ରମୁଖ ଉପସ୍ଥିତ ଥିଲେ ।

ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କେଉଁ ରାଶି ପାଇଁ କିପରି କଟିବ ଦିନ

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.