Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଉଟଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍‌ରେ ସୋଆ କୃଷି ମହାବିଦ୍ୟାଳୟ ସମ୍ମାନିତ

Sanchar Live by Sanchar Live
September 11, 2024
in ଓଡିଶା
0
ଆଉଟଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍‌ରେ ସୋଆ କୃଷି ମହାବିଦ୍ୟାଳୟ ସମ୍ମାନିତ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)କୁ ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ‘ଆଉଟ୍‌ଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍‌’ରେ ସମ୍ମାନଜନକ ‘ଆଉଟଷ୍ଟାଣ୍ଡିଂ ଏଗ୍ରିକଲ୍‌ଚର ଇନ୍‌ଷ୍ଟିଚ୍ୟୁଟ୍ / ୟୁନିଭର୍ସିଟି’ ସମ୍ମାନରେ ସମ୍ମାନିତ କରାଯାଇଛି ।

ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଦେବେଶ ଚତୁର୍ବେଦୀଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି । ଏହି ଅବସରରେ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ ନାୟକ ମଧ୍ୟ ଉପସ୍ଥିତ ଥିଲେ ।  କୃଷି ଶିକ୍ଷା, ଗବେଷଣା ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳ କ୍ଷେତ୍ରରେ ଉଚ୍ଚକୋଟୀର ସଫଳତା ନିମନ୍ତେ ଆଇଏଏସ୍‌କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମର ପ୍ରସଙ୍ଗ ଥିଲା ‘ଫ୍ୟୁଚର ଅଫ୍ ଫାର୍ମିଙ୍ଗ୍‌: ସୋଇଙ୍ଗ୍ ସିଡ୍‌ସ ଅଫ୍ ଚେଞ୍ଜ’ ।

ଏହି ଅବସରରେ ପ୍ରଫେସର ରାଉତ କହିଛନ୍ତି ଯେ ଏହି ସମ୍ମାନ କୃଷି ମହାବିଦ୍ୟାଳୟ ପାଇଁ ଏକ ଉଲ୍ଲେଖନୀୟ ମାଇଲଖୁଂଟ ।  ପୁରସ୍କାର ଗ୍ରହଣ କରିବା ପରେ ବୁଧବାର ପ୍ରଫେସର ରାଉତ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିବା ବେଳେ ଏହି ସମ୍ମାନ ନେଇ ପ୍ରଫେସର ନାୟକ କୃଷି ମହାବିଦ୍ୟାଳୟକୁ ଶୁଭେଚ୍ଛା ଜଣାଇଥିଲେ ।  ଏହି ଅବସରରେ ଆଇଏଏସ୍‌ର ଆସୋସିଏଟ୍ ପ୍ରଫେସର ଡକ୍ଟର ଅଂଶୁମାନ ଜେନା ଓ ଡକ୍ଟର ଶୁଭପ୍ରଦ ଦାଶ ଉପସ୍ଥିତ ଥିଲେ ।

Tags: odishasoa
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢିଗଲେ ବୃଦ୍ଧ

ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢିଗଲେ ବୃଦ୍ଧ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.