Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

Sanchar Live by Sanchar Live
October 10, 2024
in ଓଡିଶା
0
ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ମାନସିକ ସ୍ୱାସ୍ଥ୍ୟ ବିଶେଷଜ୍ଞ ତଥା ଓଡିଶା ସରକାରଙ୍କ ମାନସିକ ସ୍ୱାସ୍ଥ୍ୟ ଉପଦେଷ୍ଟା ପ୍ରଫେସର (ଡାକ୍ତର) ନୀଳମାଧବ ରଥ ଯୋଗଦେଇ ଉତମ ମାନସିକ ସ୍ୱାସ୍ଥ୍ୟର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ ।  ଚଳିତ ବର୍ଷର ଥିମ୍‌-“ଏଥର କର୍ମକ୍ଷେତ୍ରରେ ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦିଅନ୍ତୁ” ଉପରେ ଡାକ୍ତର ରଥ ନିଜର ବକ୍ତବ୍ୟ  ରଖିଥିଲେ ।

ଏହି ଅବସରରେ ଅନୁଷ୍ଠାନର ଉପ କୁଳପତି ପ୍ରଫେସର (ଡାକ୍ତର) ପ୍ରସନ୍ନଜିତ୍ ମହାନ୍ତି, ହସ୍ପିଟାଲ୍‌ର ଡିନ୍ ପ୍ରଫେସର ଡାକ୍ତର ଅରକ୍ଷିତ ସ୍ୱାଇଁ, ଆସିଷ୍ଟାଂଟ ମେଡିକାଲ୍ ସୁପରିଟେଣ୍ଡେଂଟ ଡଃ ସିଦ୍ଧାର୍ଥ ଗୌତମ ପ୍ରମୁଖ ଯୋଗଦେଇ କର୍ମକ୍ଷେତ୍ରରେ ସୁସ୍ଥ ମାନସିକତା ସହ ସଠିକ୍ ଭାବେ ନିଜ ମାନସିକ ସ୍ୱାସ୍ଥ୍ୟର ଯତ୍ନ ନିଆଯିବା ଆବଶ୍ୟକତା ଆଲୋକପାତ କରିଥିଲେ ।

ଏଥିରେ ମାନସିକ ବିଭାଗ ତରଫରୁ ବିଭାଗୀୟ ମୁଖ୍ୟ ପ୍ରଫେସର (ଡାକ୍ତର) ଭବାନୀ ଶଙ୍କର ସିଟ୍‌, ଆସିଷ୍ଟାଂଟ ପ୍ରଫେସର (ଡାକ୍ତର) ଅଭିଷେକ ସାମଲ, ଡାକ୍ତର ସାଇପ୍ରସାଦ ରାୟ, ଡାକ୍ତର ସୁଜାତା ସାହୁ, ଡାକ୍ତର ଜ୍ଞାନେନ୍ଦ୍ର ରଘୁବଂଶୀ, ଡାକ୍ତର ସୁଚରିତା ମିଶ୍ର, ସିନିୟର୍ ରେସିଡେଂଟ   ଡାକ୍ତର ସୁମାଇଲା ଆସିଫ୍ ପ୍ରମୁଖ ମାନସିକ ରୋଗ ଉପରେ ରହିଥିବା ବିଭିନ୍ନ ଭୁଲ ଧାରଣା, ରୋଗର ବିଭିନ୍ନ ଲକ୍ଷଣ ଏବଂ ଚିକିତ୍ସା ପଦ୍ଧତି ତଥା କର୍ମକ୍ଷେତ୍ରରେ କିପରି ବିଭିନ୍ନ ମାନସିକ ପରିସ୍ଥିତିକୁ ମୁକାବିଲା କରିହେବ ଏବଂ ଏକ ସୁସ୍ଥ ଜୀବନ ଯାପନ କରିହେବ ସେ ସମ୍ବନ୍ଧରେ ସମସ୍ତଙ୍କୁ  ଅବଗତ କରାଇଥିଲେ ।

ଏହି କାର୍ଯ୍ୟକ୍ରମରେ ହସ୍ପିଟାଲର ଅନ୍ୟ ବିଭାଗର ଡାକ୍ତର, ନର୍ସିଂ କର୍ମଚାରୀ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ମଧ୍ୟ ଯୋଗଦେଇଥିଲେ ।

Tags: soa universitysum hospital
ShareTweetShareSend
Sanchar Live

Sanchar Live

Next Post
ସ୍ତନ କର୍କଟ ନିମନ୍ତେ ସମ୍ମମରେ ବ୍ରାକିଥେରାପି ଚିକିତ୍ସା ଉପଲବ୍ଧ

ସ୍ତନ କର୍କଟ ନିମନ୍ତେ ସମ୍ମମରେ ବ୍ରାକିଥେରାପି ଚିକିତ୍ସା ଉପଲବ୍ଧ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.