Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ବିଶ୍ୱ ରେଡ଼ିଓ ଦିବସ ପାଳିତ

Sanchar Live by Sanchar Live
February 13, 2025
in ଓଡିଶା
0
ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ବିଶ୍ୱ ରେଡ଼ିଓ ଦିବସ ପାଳିତ
0
SHARES
9
VIEWS
FacebookTwitter

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍‌ ଅଫ୍‌ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ପକ୍ଷରୁ ଗୁରୁବାର ବିଶ୍ୱ ରେଡ଼ିଓ ଦିବସ ପାଳିତ ହୋଇଯାଇଛି । ବିଶ୍ୱ ରେଡ଼ିଓ ଦିବସର ଚଳିତ ବର୍ଷର ପ୍ରସଙ୍ଗ ରହିଛି ‘ରେଡ଼ିଓ ଓ ଜଳବାୟୁ ପରିବର୍ତନ’ । କମ୍ୟୁନିଟି ରେଡ଼ିଓର ସଦସ୍ୟ, ଛାତ୍ରଛାତ୍ରୀ ଏବଂ ସୋଆର ଫ୍ୟାକଲ୍ଟିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

ଶ୍ରୋତା ମାନଙ୍କୁ ସୂଚନା ପ୍ରଦାନ କରିବା ଏବଂ ବିଭିନ୍ନ ପ୍ରସଙ୍ଗରେ ଶିକ୍ଷିତ ଓ ସଚେତନ କରାଇବାରେ ସୋଆ କମ୍ୟୁନିଟି ରେଡ଼ିଓର ଏକ ବଡ଼ ଭୂମିକା ରହିଛି । ରେଡ଼ିଓ ଦିବସରେ ଆମେ କେବଳ ରେଡ଼ିଓର ଅତୀତ ଏବଂ ବର୍ତମାନ ନୁହେଁ ମାତ୍ର ଭବିଷ୍ୟତରେ ଓ ଡିଜିଟାଲ୍‌ ଯୁଗରେ ଯୁବ ସମ୍ପ୍ରଦାୟ ରେଡ଼ିଓ ସହିତ କିପରି ଯୋଡ଼ି ହୋଇ ରହିପାରିବେ ସେଥିପାଇଁ ଆମର ପ୍ରୟାସ ରହିବ ବୋଲି ସୋଆ କମ୍ୟୁନିଟି ରେଡ଼ିଓର ଅଫିସର ଇନ୍‌ଚାର୍ଜ ଶ୍ରୀମତି ହନି ପଟ୍ଟନାୟକ କହିଛନ୍ତି।

Tags: odishasoa university
ShareTweetShareSend
Sanchar Live

Sanchar Live

Next Post
ସୋଆ ପ୍ରଫେସରଙ୍କ ଉଦ୍ଭାବନକୁ ଆମରିକୀୟ ପ୍ୟାଟେଂଟ ମିଳିଲା

ସୋଆ ପ୍ରଫେସରଙ୍କ ଉଦ୍ଭାବନକୁ ଆମରିକୀୟ ପ୍ୟାଟେଂଟ ମିଳିଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.