Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସରସ୍ବତୀ ପୂଜାରେ ଅଘଟଣ : ଚାଲିଗଲା ଛାତ୍ରଙ୍କ ଜୀବନ

Sanchar Live by Sanchar Live
February 2, 2025
in ଓଡିଶା
0
ବିଦ୍ୟୁତ୍ ଖୁଣ୍ଟକୁ ପିଟିଲା ବୋଲେରୋ: ୨ ମୃତ, ୨ ଗୁରୁତର
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ସରସ୍ଵତୀ ପୂଜାରେ ଅଘଟଣ । ବିଦ୍ୟାଳୟକୁ ପୂଜା କରିବାକୁ ଗଲାବେଳେ ଦୁର୍ଘଟଣାରେ ଚାଲିଗଲା ଛାତ୍ରଙ୍କ ଜୀବନ । ଏଭଳି ଅଘଟଣ ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ମୂର୍ଶୁଣ୍ଢି ମେଟାକାନି ଛକରେ । ବିଦ୍ୟୁତ୍ ଖୁଣ୍ଟରେ ବାଇକ୍ ପିଟି ହୋଇ ଛାତ୍ରଙ୍କ ମୃତ୍ୟୁ ହୋଇଛି  । ମୃତକ ଛାତ୍ର ହେଲେ ଚୌକା ଗାଁର ନବମ ଶ୍ରେଣୀର ଛାତ୍ର କ୍ରିସ ମହାକୁର । ଚୌକା ଗାଁର ଦୁଇଜଣ ଛାତ୍ର ମୂର୍ଶୁଣ୍ଢି ରଘୁନାଥ ଉଚ୍ଚ ବିଦ୍ୟାଳୟକୁ ସ୍ବରସ୍ବତୀ ପୂଜା ପାଇଁ ବାଇକ ଯୋଗେ ଆସୁଥିଲେ । ମେଟାକାନି ଛକରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲେ । ଦୁଇ ଛାତ୍ର ଗୁରୁତର ଅବସ୍ଥାରେ ପଡିଥିବା ବେଳେ ଦୁଇ ଛାତ୍ରକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ । ତେବେ ଡାକ୍ତର ପ୍ରାଥମିକ ଚିକିତ୍ସା କରି କ୍ରିସକୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଗୁରୁତର ଛାତ୍ର ଦେବାଶିଷକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

Tags: accidentsonepur
ShareTweetShareSend
Sanchar Live

Sanchar Live

Next Post
ଆମେରିକା ଓ କାନାଡା ମଧ୍ଯରେ ବଡ଼ ଧରଣର ଟ୍ରେଡ ୱାର

ଆମେରିକା ଓ କାନାଡା ମଧ୍ଯରେ ବଡ଼ ଧରଣର ଟ୍ରେଡ ୱାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.