Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ

Sanchar Live by Sanchar Live
May 14, 2025
in ଓଡିଶା
0
ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ
0
SHARES
17
VIEWS
FacebookTwitter

ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ଚାଲିଛି ସମସ୍ତ ପ୍ରକ୍ରିୟା । ଆଶା କରେ ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା ରହିଥିଲା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।।

Tags: educationodishaplus 2result
ShareTweetShareSend
Sanchar Live

Sanchar Live

Next Post
ବିବାହର ୩ ଦିନ ପରେ ସ୍ବାମୀକୁ ବିଷ ଦେଇ ମାରିଦେଲା ସ୍ତ୍ରୀ

ବିବାହର ୩ ଦିନ ପରେ ସ୍ବାମୀକୁ ବିଷ ଦେଇ ମାରିଦେଲା ସ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.