Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଶ୍ରୀମନ୍ଦିରରେ ଅନ୍ଧ ଲୀଳା ନୀତି

Sanchar Live by Sanchar Live
September 6, 2024
in ଓଡିଶା
0
ଆଜି ସପ୍ତପୁରୀ ଅମାବାସ୍ୟା
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଶ୍ରୀମନ୍ଦିର ଅନ୍ଧ ମନ୍ଦିର ହାତୀ ପ୍ରସ୍ତାବ ବା ଅନ୍ଧ ଲୀଳା ନୀତି ଅନୁଷ୍ଠିତ ହେବ । ଭାଦ୍ରବ ଶୁକ୍ଳ ତୃତୀୟା ତିଥି ଅବସରରେ ଏହି ନୀତି କରାଯିବ । ମହାପ୍ରଭୁ ଶ୍ରୀକୃଷ୍ଣ ଦୃଷ୍ଟିହୀନ ଭକ୍ତର ଭକ୍ତିରେ ସନ୍ତୁଷ୍ଟ ହୋଇ ଚକ୍ଷୁଦାନ କରିଥିବା ବେଳେ ଏକ ପରାକ୍ରମୀ ଉନ୍ମତ୍ତ ହାତୀକୁ ବିନାଶ କରିବେ ।

ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ବଢିବା ପରେ ଦକ୍ଷିଣୀ ଘରୁ ରାମକୃଷ୍ଣ ରତ୍ନ ସିଂହାସନକୁ ବିଜେ କରିବେ । ପରେ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ମହାଜନ ସେବକଙ୍କ ହସ୍ତରେ ବଟମୂଳ ନିକଟରେ ଥିବା ପାଲିଙ୍କିରେ ବିଜେ କରିବେ । ପରେ ବିମାନବଡୁ ସେବକମାନେ ଠାକୁରଙ୍କୁ ସିଂହଦ୍ୱାର ନିକଟରେ ଥିବା ବଡ଼ଛତା ମଠ ସମ୍ମୁଖକୁ ନେବେ । ସେଠାରେ ପଡିଥିବା ଖଟ ଉପରେ ଠାକୁର ପାଲିଙ୍କି ସହିତ ବିଜେ ହେବେ । ସେଠାରେ ଅନ୍ଧ ମନ୍ଦିର ହସ୍ତୀ ଲୀଳା ପ୍ରସ୍ତାବ ଆଗତ କରାଯିବ ।

ନୀତି ସମ୍ପନ୍ନ ହେବା ପରେ ଠାକୁରଙ୍କୁ ପଞ୍ଚ ଉପଚାରରେ ଶୀତଳ ଭୋଗ ମଣୋହି କରାଯିବ । ପରେ ବନ୍ଦାପନା ନୀତି ସମ୍ପନ୍ନ ହୋଇ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିବେ । ସନ୍ଧ୍ୟାଧୂପ ପରେ ଶ୍ରୀମନ୍ଦିରରେ ଅନ୍ଧକୁ ଚକ୍ଷୁଦାନ ଲୀଳା ନୀତି ଅନୁଷ୍ଠିତ ହେବ ।

Tags: andhalila nitipurisrimandir
ShareTweetShareSend
Sanchar Live

Sanchar Live

Next Post
ପୁରୀ ସମୁଦ୍ର କୂଳରେ ଅଜଣା କଣ୍ଟେନର

ପୁରୀ ସମୁଦ୍ର କୂଳରେ ଅଜଣା କଣ୍ଟେନର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.