Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆବର୍ଷରେ ରାତିରେ ବନ୍ଦ ରହିବ ଶ୍ରୀମନ୍ଦିର

Sanchar Live by Sanchar Live
December 28, 2025
in ଓଡିଶା
0
ନୂଆବର୍ଷରେ ରାତିରେ ବନ୍ଦ ରହିବ ଶ୍ରୀମନ୍ଦିର
0
SHARES
23
VIEWS
FacebookTwitter

ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ଖୋଲାକୁ ନେଇ ଆରମ୍ଭ ହୋଇଛି ନୂଆ ବିବାଦ। ଜାନୁଆରି ୧ ଆମ ପାଇଁ ପରମ୍ପରାଗତ ନବବର୍ଷ ନୁହେଁ, ତେଣୁ ମହାପ୍ରଭୁଙ୍କୁ ରାତି ଅନିଦ୍ରା କରି ଶ୍ରୀମନ୍ଦିର ରାତି ଅଧରେ ନ ଖୋଲିବା ପାଇଁ ଚିଠି ଲେଖାଯାଇଛି। ଗଜପତି ମହାରାଜା, ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଓ ଆଇନ ମନ୍ତ୍ରୀଙ୍କୁ ପତ୍ର ଜରିଆରେ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ପରିଚାଳନା ସମିତିର ସଦସ୍ୟ ପଣ୍ଡିତ ମହେଶ ସାହୁ।

ସେ ଚିଠି ଲେଖି ଜଣାଇଛନ୍ତି ଯେ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ସନାତନୀ ହିନ୍ଦୁମାନଙ୍କର ଆସ୍ଥା ତଥା ଆରାଧ୍ୟ ଦେବତା । ମହାପ୍ରଭୁଙ୍କର ସକଳ ପରମ୍ପରା ସନାତନ ଧର୍ମଶାସ୍ତ୍ର ଅନୁଯାୟୀ ହୋଇଆସୁଛି । ହେଲେ ଗତ କିଛି ବର୍ଷ ହେବ ଜାନୁଆରି ୧ ପାଇଁ ମଧ୍ୟରାତ୍ରିରେ ମଧ୍ୟ ମନ୍ଦିର ଖୋଲା ରହୁଛି । ଯାହାକି ଏବେ ନିୟମିତ ହୋଇଗଲାଣି । ତେବେ ଏହା ଧାର୍ମିକ ଏବଂ ପରମ୍ପରା ଦୃଷ୍ଟିକୋଣରୁ ଆଦୌ ଠିକ୍ ନୁହେଁ ବୋଲି କହିବା ସହିତ ଏହାକୁ ବନ୍ଦ କରିବାକୁ ସେ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ପ୍ରତିବର୍ଷ ନୂଆବର୍ଷ ବେଳେ ଭକ୍ତଙ୍କ ଭିଡ଼ ଜମୁଥିବାରୁ ରାତିରେ ମନ୍ଦିର ଖୋଲାରହିଥାଏ। ତେବେ ଏହାକୁ ନେଇ ଆରମ୍ଭ ହୋଇଛି ନୂଆ ବିବାଦ। ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ନ ଖୋଲାଯାଉ ବୋଲି ଚିଠି ଲେଖାଯାଇଛି।

Tags: new yearodishapuri
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କେଉଁ ସହରରେ କଣ ରହିଛି ସୁନା ରୂପା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.