Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା

Sanchar Live by Sanchar Live
January 17, 2025
in ଓଡିଶା
0
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
0
SHARES
7
VIEWS
FacebookTwitter

ପୁରୀ : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଶେଷ। ଶୁକ୍ରବାରଠାରୁ ଲାଗୁ ହେଲା ଶ୍ରୀମନ୍ଦିର ପକ୍ଷରୁ ଜାରି ହୋଇଥିବା ୫ ସୂତ୍ରୀ ମାର୍ଗଦର୍ଶିକା । ଆସନ୍ତା ୨୦ ତାରିଖରେ ଶ୍ରୀମନ୍ଦିର ଭିତରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଅନିଶ୍ଚିତତା । ଶ୍ରୀମନ୍ଦିର ନାଟମଣ୍ଡପରୁ ହୁଣ୍ଡି ଅପସାରଣ ହେବା ପରେ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ହୁଣ୍ଡି ଅପସାରଣ ପାଇଁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି । ଏନେଇ ସରକାରଙ୍କ ପକ୍ଷରୁ କୌଣସି ନିର୍ଦ୍ଦେଶ ଆସିନାହିଁ। ତେବେ ଏହି ବୈଠକରେ ବଜେଟ ଆୟ ବ୍ୟୟ ଉପରେ ମଧ୍ୟ ଆଲୋଚନା ହୋଇଛି । ଶ୍ରୀମନ୍ଦିରର ସମସ୍ତ ରେକର୍ଡ ଏବଂ ଫାଇଲ୍ କାର୍ଯ୍ୟ କମ୍ପ୍ୟୁଟରୀକରଣ ହେବ। ଅନଲାଇନ ଡୋନେସନ୍‌କୁ କିଭଳି ସହଜ କରିହେବ, ସେନେଇ ମଧ୍ୟ ଆଲୋଚନା ହୋଇଛି । ଡିଜିଟାଲ ଲାଇବ୍ରେରି କରାଯିବ। ସମସ୍ତ ଗ୍ରନ୍ଥ ଗୁଡ଼ିକ ଡିଜିଟାଇଜେସନ କରାଯିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି ।

ବୈଠକରେ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଅନୁପାଳନ ନିମନ୍ତେ ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ୫ ସୂତ୍ରୀ କାର୍ଯ୍ୟାବଳୀଗୁଡିକ ହେଲା,  ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ ।

ସେହିପରି ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ପୋଷାକ ପିନ୍ଧି କାର୍ଯ୍ୟାଳୟ ଆସିବେ । ୟୁନିଫର୍ମ ପୋଷାକଧାରୀଙ୍କ ସକାଶେ ଏହା ଲାଗୁ ହେବନାହିଁ । ଶ୍ରୀମନ୍ଦିର ମଧ୍ୟରେ ଅଧିକାରୀ ତଥା କର୍ମଚାରୀଙ୍କ ମୋବାଇଲ୍‌ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନକୁ ଅଧିକ କ୍ରିୟାଶୀଳ ତଥା ଉତ୍ତରଦାୟୀ କରିବାକୁ ଏହି ପରାମର୍ଶ ତଥା ନିର୍ଦ୍ଦେଶ ଦିଆଯାଇଛି ବୋଲି ଶ୍ରୀମନ୍ଦିର  ମୁଖ୍ୟ ପ୍ରଶାସକ ଡ. ପାଢୀ କହିଛନ୍ତି ।

କହିରଖୁ କି, ଶ୍ରୀମନ୍ଦିର  କାର୍ଯ୍ୟାଳୟରେ କାମ କରିବା ବେଳେ ପାନ, ଗୁଟୁଖା ଖାଇବା ବାବଦରେ ପୂର୍ବ ମୁଖ୍ୟ ପ୍ରଶାସକ ରଞ୍ଜନ ପାଢ଼ି ନିଷିଦ୍ଧ ଆଦେଶ ଲଗାଇଥିଲେ । ମାତ୍ର ଏହାକୁ ପରେ ପାଳନ କରାଯାଉନଥିଲା । ସେହିପରି ଶ୍ରୀମନ୍ଦିରକୁ  ଯାଉଥିବା ପ୍ରଶାସନିକ କର୍ମଚାରୀମାନେ ସାଙ୍ଗରେ ସ୍ମାର୍ଟ ଫୋନ୍‌ ନେଇ ଯାଉଥିବାରୁ ଏହାକୁ ନେଇ ସାଧାରଣ ଲୋକଙ୍କ ଭିତରେ ଅସନ୍ତୋଷ ଦେଖାଦେଉଥିଲା । ସମସ୍ତଙ୍କ ନିମନ୍ତେ ଗୋଟିଏ ପ୍ରକାର ନିୟମ କରିବାକୁ ଦାବି ହୋଇ ଆସୁଥିଲା ।

Tags: odishapuri
ShareTweetShareSend
Sanchar Live

Sanchar Live

Next Post
ରିଙ୍କୁ ଓ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସମ୍ପନ୍ନ

ରିଙ୍କୁ ଓ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସମ୍ପନ୍ନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.