Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ

Sanchar Live by Sanchar Live
January 19, 2025
in ଓଡିଶା
0
ପୁଣି ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ
0
SHARES
15
VIEWS
FacebookTwitter

ପୁରୀ:  ପୁଣି ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ। ବାରମ୍ବାର ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଦୃଶ୍ୟ । ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ବ୍ୟକ୍ତି ନିଜ ଇନଷ୍ଟାଗ୍ରାମରେ ଶ୍ରୀମନ୍ଦିର ବେଢାର ଜଗମୋହନ ଓ ଗରୁଡ଼ ସ୍ତମ୍ଭ ଭିଡ଼ିଓ ଭାଇରାଲ ହୋଇଛି।ଶ୍ରୀମନ୍ଦିର ଭିତର ଦୃଶ୍ୟ ବାହାରକୁ ଆସିବା କିମ୍ବା ଫଟୋ ଓ ଭିଡ଼ିଓ ଉଠାଇବା ପାଇଁ ବାରଣ ରହିଥିଲେ ମଧ୍ୟ ଅନେକ ଥର ଏପରି ହେଉଛି। କୈାଣସି ବ୍ୟକ୍ତିଙ୍କୁ ଶ୍ରୀମନ୍ଦିର ଭିତରକୁ ମୋବାଇଲ ଓ କ୍ୟାମେରା ନେବା ଉପରେ କଟକଣା ରହିଛି। ତଥାପି ଶ୍ରୀମନ୍ଦିର ଭିତରର ଦୃଶ୍ୟକୁ କ୍ୟାମେରାରେ କଏଦ କରି ଭାଇରାଲ କରାଯାଉଛି। ଶ୍ରୀମନ୍ଦିର ବେଢାର ଜଗମୋହନ ଓ ଚତୁର୍ଦ୍ଧାମୂର୍ତ୍ତି ଦୃଶ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ କରାଯାଇଛି। ପତିତପାବନ ନିକଟରେ ନିଜ ଫୋଟୋ ସହ ଏକ ଭିଡ଼ିଓ ଇନଷ୍ଟାଗ୍ରାମ ପୋଷ୍ଟ କରିଛନ୍ତି।

Tags: purisrimandirviral video
ShareTweetShareSend
Sanchar Live

Sanchar Live

Next Post
ମହାକୁମ୍ଭ ମେଳାରେ ଭୟାବହ ଅଗ୍ନିକାଣ୍ଡ

ମହାକୁମ୍ଭ ମେଳାରେ ଭୟାବହ ଅଗ୍ନିକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.