Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନବାଚୀ

Sanchar Live by Sanchar Live
August 5, 2026
in ଓଡିଶା
0
ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନବାଚୀ
0
SHARES
19
VIEWS
FacebookTwitter

ପୁଣିଥରେ ଚର୍ଚ୍ଚାରେ ଶ୍ରୀକ୍ଷେତ୍ର ପୁରୀ । ଶ୍ରୀମନ୍ଦିର ଭିତର ବେଢ଼ାରୁ ନୀଳଚକ୍ର ପତିତପାବନ ବାନା ପରିବର୍ତ୍ତନ ସମୟର ଭିଡିଓ ଭାଇରାଲ ହୋଇଛି । ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ଏହାକୁ ଭାଇରାଲ କରାଯାଇଛି । ଭାଇରାଲ ହେବା ପରେ ମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ବଡ଼ ପ୍ରଶ୍ନ ଉଠିଛି । ‘କୁର୍ତ୍ତିକା_କ୍ରେପ ୨୦୧୭’ ନାମକ ଏକ ଆକାଉଣ୍ଟରୁ ଏହା ପୋଷ୍ଟ କରାଯାଇଥିବା ସୂଚନା ମିଳିଛି । ଗତ କିଛି ଦିନ ଧରି ବାରମ୍ବାର ଶ୍ରୀମନ୍ଦିର ଭିତରର ଭିଡିଓ ସୋସିଆଲ ମିଡିଆରେ ସାମ୍ନାକୁ ଆସୁଛି । ଯାହା ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଚିନ୍ତା ବଢ଼ାଇଛି ।

ସବୁଠାରୁ ବଡ଼ ପ୍ରଶ୍ନ ହେଉଛି, ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ୍ କିପରି ପହଞ୍ଚିଲା? ଏବଂ କେଉଁ ପରିସ୍ଥିତିରେ ଏହି ଭିଡିଓ ରେକର୍ଡ କରାଗଲା? କାରଣ ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ୍ ନେବା ଉପରେ କଡ଼ା କଟକଣା ରହିଛି । ଏହି ଘଟଣା ପରେ ଭକ୍ତମାନଙ୍କ ମନରେ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଛି ।

Tags: purisrimandirvideo viral
ShareTweetShareSend
Sanchar Live

Sanchar Live

Next Post
ଅଯୋଧ୍ୟା ରାମ ମନ୍ଦିରରେ VIP ଦର୍ଶନ ଉପରେ କଟକଣା

ଅଯୋଧ୍ୟା ରାମ ମନ୍ଦିରରେ VIP ଦର୍ଶନ ଉପରେ କଟକଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.