Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ହିନ୍ଦୀ ଭାଷାକୁ ଅଧିକ ଟାର୍ଗେଟ କଲେ ତାମିଲନାଡୁ ମୁଖ୍ଯମନ୍ତ୍ରୀ

Sanchar Live by Sanchar Live
February 27, 2025
in ଭାରତ
0
ହିନ୍ଦୀ ଭାଷାକୁ ଅଧିକ ଟାର୍ଗେଟ କଲେ ତାମିଲନାଡୁ ମୁଖ୍ଯମନ୍ତ୍ରୀ

Coimbatore: Tamil Nadu Chief Minister M.K. Stalin speaks during the 'Mupperum Vizha' programme, organised to celebrate I.N.D.I.A. bloc's victory on all 39 seats in Tamil Nadu and one in Puducherry in the Lok Sabha polls, in Coimbatore, Saturday, June 15, 2024. (PTI Photo)(PTI06_15_2024_000312B)

0
SHARES
27
VIEWS
FacebookTwitter

ହିନ୍ଦୀ ଭାଷାକୁ ଅଧିକ ଟାର୍ଗେଟ କଲେ ତାମିଲନାଡୁ ମୁଖ୍ଯମନ୍ତ୍ରୀ ଏମକେ ଷ୍ଟାଲିନ। ଏନେଇ ସେ କେନ୍ଦ୍ର ଉପରେ ଦୋଷ ଲଦିଛନ୍ତି। ଗତ ୧୦୦ ବର୍ଷ ମଧ୍ଯରେ କେବଳ ହିନ୍ଦୀ ଭାଷା ୨୫ଟି ଉତ୍ତର ଭାରତୀୟ ଭାଷାକୁ ଧ୍ବଂସ କରିଦେଇଛନ୍ତି ବୋଲି କହିଛନ୍ତି ଷ୍ଟାଲିନ। ଉତ୍ତରପ୍ରଦେଶ ଓ ବିହାରକୁ ହିନ୍ଦୀ ଭାଷାଭାଷୀ ରାଜ୍ଯ କୁହାଯାଉଥିଲେ ବି ସେହି ରାଜ୍ଯଗୁଡିକର ମୁଖ୍ଯ ଭାଷା ବିଲୋପ ହୋଇଯାଇଛି ବୋଲି ସେ କହିଛନ୍ତି। ୨୦୨୬ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଷ୍ଟାଲିନଙ୍କ ଭାଷା କାର୍ଡ ରାଜ୍ଯ ରାଜନୀତି ଉପରେ ବ୍ଯାପକ ପ୍ରଭାବ ପକାଇବା ଆଶା ରହିଛି। ହିନ୍ଦୀ ଭାଷା ଅନେକ ସଂସ୍କୃତି ଓ ଜାତିକୁ ବି ବିନାଶ କରିଦେବ ବୋଲି ସେ ଆଶଙ୍କା ବ୍ଯକ୍ତ କରିଛନ୍ତି। ହିନ୍ଦୀର ପ୍ରସାର ଲାଗି କେନ୍ଦ୍ର ସରକାର ଉଦ୍ଯମ କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ନୂଆ ଶିକ୍ଷାନୀତି ଅନୁସାରେ ଅନେକ ରାଜ୍ଯ ସଂସ୍କୃତକୁ ପ୍ରାଧାନ୍ଯ ଦେଉଛନ୍ତି। ନୂଆ ଶିକ୍ଷାନୀତିରେ ଥିବା ତ୍ରିଭାଷା ଫର୍ମୂଲା ଅନୁସାରେ ମାତୃଭାଷା, ଇଂରାଜୀ ଓ ନିଜ ଇଚ୍ଛାନୁସାରେ ଗୋଟିଏ ଭାଷା ପଢିବା ବ୍ଯବସ୍ଥା ରହିଛି। କେବଳ ଆଣ୍ଡାମାନ ବ୍ଯତୀତ ଅନ୍ଯ କୌଣସି ରାଜ୍ଯରେ ତାମିଲ ପଢାଯାଉନାହିଁ। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଅଧୀନରେ ଆସୁଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ତାମିଲ ଶିକ୍ଷକ ନଥିବା ସେ ଅଭିଯୋଗ କରିଛନ୍ତି। କେନ୍ଦ୍ର ସରକାରଙ୍କ ନୀତି ଅନୁସାରେ ଯଦି ବିଦ୍ୟାଳୟରେ ଅତି କମରେ ୧୫ ପିଲା ତାମିଲ ପଢିବା ଲାଗି ଆଗ୍ରହୀ ତେବେ ସେଠାରେ ତାମିଲ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ।

Tags: hindiMk stalinTamilnadu
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା

ଓଡ଼ିଶାରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.