Monday, December 15, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପ୍ରୟାଗରାଜରେ ପ୍ରବଳ ଗହଳି, ବନ୍ଦ ରହିଲା ଷ୍ଟେସନ

Sanchar Live by Sanchar Live
February 10, 2025
in ଭାରତ
0
ପ୍ରୟାଗରାଜରେ ପ୍ରବଳ ଗହଳି, ବନ୍ଦ ରହିଲା ଷ୍ଟେସନ

Oplus_131072

0
SHARES
43
VIEWS
FacebookTwitter

ପ୍ରୟାଗରାଜରେ ପ୍ରବଳ ଗହଳି । ମହାକୁମ୍ଭରେ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ଯିବା ପାଇଁ ସବୁ ରାସ୍ତାରେ ଭାରି ଜାମ । ୨୦୦-୩୦୦ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡି । ବିଭିନ୍ନ ଆଡୁ ପ୍ରୟାଗରାଜକୁ ସଂଯୋଗ କରୁଥିବା ସବୁ ରାସ୍ତାରେ ପ୍ରବଳ ଗହଳି । ଦୀର୍ଘ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡ଼ି । ଭିଡ଼କୁ ଦୃଷ୍ଟିରେ ରଖି ସଙ୍ଗମ ଷ୍ଟେସନକୁ ୫ ଦିନ ପାଇଁ ବନ୍ଦ କରିଦିଆଯାଇଛି । ଷ୍ଟେସନରେ ପାଦ ରଖିବାକୁ ବି ଜାଗା ନାହିଁ ।

ମହାକୁମ୍ଭ ମେଳାରେ ବୁଡ଼ ପକାଇବେ ରାଷ୍ଟ୍ରପତି । ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ ଆଜି ପ୍ରୟାଗରାଜ ଗସ୍ତ କରିବେ । କୁମ୍ଭମେଳାରେ ପୂଜା କରିବା ସହ ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ ରାଷ୍ଟ୍ରପତି । ସେ ମେଳାରେ ପ୍ରାୟ ୮ ଘଣ୍ଟା ବିତାଇବେ । ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଉତ୍ତରପ୍ରଦେଶ ମୁ୍ଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିବେ । ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେପ୍ରଥମ ଥର ପାଇଁ ଦ୍ରୌପଦୀ ମୁର୍ମୁ କୁମ୍ଭମେଳାରେ ବୁଡ ପକାଇବେ । ରାଷ୍ଟ୍ରପତି ଗସ୍ତ ସମୟରେ ସନାତନ ଧର୍ମର ପ୍ରତୀକ ଅକ୍ଷୟବଟ ଗଛ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ପାଖରେ ଥିବା ବଡ ହନୁମାନ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି । ବିଶ୍ବର ସବୁଠୁ ବଡ଼ ଧାର୍ମିକ କାର୍ଯ୍ୟକ୍ରମ କୁହାଯାଉଥିବା କୁମ୍ଭମେଳାରେ ଏପର୍ୟ୍ୟନ୍ତ ୪୦ କୋଟିରୁ ଅଧିକ ଲୋକ ବୁଡ଼ ପକାଇସାରିଲେଣି ।

Tags: Kumbhamelaprayagrajtrain
ShareTweetShareSend
Sanchar Live

Sanchar Live

Next Post
ଆଜି ଟେଡି ଡେ, ଜାଣନ୍ତୁ କାହିଁକି ପାଳନ ହୁଏ

ଆଜି ଟେଡି ଡେ, ଜାଣନ୍ତୁ କାହିଁକି ପାଳନ ହୁଏ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି
  • କେଉଁଠୁ ଆସୁଛି ବନ୍ଧୁକ ? ବଢ଼ିଲାଣି ଚିନ୍ତା
  • କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ
  • ସୋମବାର ଏହି ରାଶି ଉପରେ ରହିବ ଶିବଙ୍କ କୃପା
  • କେଉଁ ବୟସରେ ଛୁଆଙ୍କୁ ଦେବେ ନନ୍-ଭେଜ୍ ? ଜାଣନ୍ତୁ ସଠିକ୍ ବୟସ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.