Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାଗ୍ମୀ ବିଶ୍ୱନାଥ କର ଓ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

Sanchar Live by Sanchar Live
December 24, 2024
in ଓଡିଶା
0
ବାଗ୍ମୀ ବିଶ୍ୱନାଥ କର ଓ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ
0
SHARES
25
VIEWS
FacebookTwitter

କଟକ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଓଡ଼ିଶା ବିଧାନସଭା ପରିସରରେ ବାଗ୍ମୀ ବିଶ୍ୱନାଥ କର ଏବଂ କଟକରେ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ , ପୃଥକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବାଗ୍ମୀ ବିଶ୍ୱନାଥ କର ହେଉଛନ୍ତି ଓଡ଼ିଶାର ପ୍ରବୀଣ ସାହିତ୍ୟିକ ଓ ସମାଜ ସଂସ୍କାରକ। ତାଙ୍କ ଜୟନ୍ତୀରେ ଓଡ଼ିଶା ବିଧାନସଭା ପରିସରରେ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚନ କରି ଆମେ ଗର୍ବିତ। ଓଡ଼ିଆ ସାହିତ୍ୟକୁ ଉଜ୍ଜ୍ୱଳ କରିବାରେ ବିଶ୍ୱନାଥ କର ଆପ୍ରାଣ ଉଦ୍ୟମ କରି ଥିଲେ। ସମାଜର ବିଭିନ୍ନ କ୍ଷେତ୍ରରେ ତାଙ୍କର ନିଷ୍ଠାପର କାର୍ଯ୍ୟଗୁଡ଼ିକ ଯୁବ ସମାଜକୁ ସର୍ବଦା ପ୍ରେରିତ କରିବ ବୋଲି ସେ କହିଛନ୍ତି।

ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକୀ ତଥା ସୁଶାସନ ଦିବସର ଅବ୍ୟବହିତ ପୂର୍ବରୁ, ଐତିହାସିକ ସହର କଟକରେ ତାଙ୍କର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ କରିବା ଆମର ସୌଭାଗ୍ୟ । କଟକରେ ଅଟଳଜୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନେଇ ପୂର୍ବତନ ମନ୍ତ୍ରୀ ତଥା ଲୋକପ୍ରିୟ ଜନନେତା ସ୍ୱର୍ଗତ ସମୀର ଦେ’ଙ୍କ ଇଚ୍ଛା ଥିଲା, ଯାହା ଆଜି ପୂରଣ ହୋଇଛି ।

ସୁଶାସନ ଓ ଆର୍ଥିକ ବିକାଶର ପଥ ପ୍ରଦର୍ଶକ ଅଟଳୀଙ୍କର ଓଡ଼ିଶାର ବିକାଶ ପ୍ରତି ଅବଦାନ ଅତୁଳନୀୟ। ୧୯୯୯ ମସିହାର ମହାବାତ୍ୟାରେ ଓଡ଼ିଶାର ପୁନଃ ନିର୍ମାଣ ପାଇଁ ଅଟଳଜୀଙ୍କ ସମ୍ବେଦନଶୀଳ ଦୃଷ୍ଟିକୋଣ ଥିଲା ସ୍ୱତନ୍ତ୍ର। ଓଡ଼ିଶାର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ, ଏହା ଥିଲା ଅଟଳଜୀଙ୍କର କାଳଜୟୀ ବାକ୍ୟ। ମହାବାତ୍ୟା ପ୍ରଭାବିତଙ୍କ ପାଇଁ ରିଲିଫ ହେଉ ଅଥବା ମୁଣ୍ଡ ଉପରେ ପକ୍କା ଘର ବା ଦୀର୍ଘମିଆଦି ଭିତ୍ତିଭୂମିର ବିକାଶ – ଏ ସବୁ ପାଇଁ ଅଟଳଜୀଙ୍କ ଯୋଗଦାନ ଚିରସ୍ମରଣୀୟ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି ।

Tags: biswanath kardharmendra pradhan
ShareTweetShareSend
Sanchar Live

Sanchar Live

Next Post
ଖେଳ ରତ୍ନ ବିବାଦରେ ମୁହଁ ଖୋଲିଲେ ମନୁ ଭାକର

ଖେଳ ରତ୍ନ ବିବାଦରେ ମୁହଁ ଖୋଲିଲେ ମନୁ ଭାକର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.