Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଯୁବକ ଗିରଫ

Sanchar Live by Sanchar Live
December 3, 2024
in ଅପରାଧ
0
ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଯୁବକ ଗିରଫ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ରାୟଗଡା ଜିଲ୍ଲା ଗୁଣୁପୁର ପୁଟାସିଂ ବାଳିକା ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡ଼ିଛି । ଛାତ୍ରୀଙ୍କ ବାପା ଗୁଣୁପୁର ଥାନାର ଲିଖିତ ଅଭିଯୋଗ ପରେ ସଂପୃକ୍ତ ଯୁବକଙ୍କୁ ଅଟକ ରଖିଛି ପୋଲିସ୍ । ଛାତ୍ରୀଙ୍କ ସହ ଅନୈାତିକ ସଂମ୍ପର୍କ ରଖିଥିବା ଚିନାରିଗୁଡା ଗ୍ରାମର ସଂପୃକ୍ତ ଯୁବକକୁ ଗୁଣୁପୁର ଥାନାକୁ ପୋଲିସ୍ ଆଣି ପଚରାଉଚୁରା କରିଛି ପୋଲିସ୍ । ଛାତ୍ରୀ ଜଣକ ହଷ୍ଟେଲ ରହି ପାଠ ପଢୁଥିଲେ । ଚାଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ବିଦ୍ୟାଳୟ କର୍ତ୍ତୃପକ୍ଷ ସଂନ୍ଦେହ କରି ଗୁଣୁପୁର ସ୍ବାସ୍ଥ୍ୟକେନ୍ଦ୍ରରେ ପରୀକ୍ଷା କରିଥିଲେ । ସେଠାରେ ଛାତ୍ରୀ ଜଣକ ଗର୍ଭବତୀ ଥିବା ଜଣାପଡିଥିଲା । ଏନେଇ ପ୍ରଧାନ ଶିକ୍ଷକ ଜଣାଇବା ପରେ ବ୍ଲକ୍ ମଙ୍ଗଳ ଅଧିକାରୀ ବିଦ୍ୟାଳୟକୁ ଯାଇ ତଦନ୍ତ କରିଛନ୍ତି ।

Tags: crimerayagada
ShareTweetShareSend
Sanchar Live

Sanchar Live

Next Post
ଭୁଲରେ ମଧ୍ୟ ଏପଟେ ମୁଣ୍ଡ କରି ଶୁଅନ୍ତୁନି, ନହେଲେ…

ଭୁଲରେ ମଧ୍ୟ ଏପଟେ ମୁଣ୍ଡ କରି ଶୁଅନ୍ତୁନି, ନହେଲେ…

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.