Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କମୁଛି ସୁବର୍ଣ୍ଣରେଖାର ଜଳସ୍ତର, ସୁଧୁରୁଛି ବନ୍ୟା ସ୍ଥିତି

Sanchar Live by Sanchar Live
July 4, 2025
in ଓଡିଶା
0
କମୁଛି ସୁବର୍ଣ୍ଣରେଖାର ଜଳସ୍ତର, ସୁଧୁରୁଛି ବନ୍ୟା ସ୍ଥିତି
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: କମୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର। ଗାଁରୁ ବି ବନ୍ୟାଜଳ କମିବାରେ ଲାଗିଛି । ହେଲେ ଏବେ ବି ଲୋକଙ୍କ ଦୁର୍ଦ୍ଦଶା କମିନି। ଲୋକଙ୍କ ଘରେ ପାଣି ପଶି ରହିଛି । ଫଳରେ ନାହିଁ ନ ଥିବା ହୀନସ୍ତା ହେଉଛନ୍ତି ବିପନ୍ନ । ଘର ବାହାରେ ପାଣି ହିଁ ପାଣି । ଭୋଗରାଇ ଓ ବାଲିଆପାଳ ଦୁଇ ବ୍ଲକରେ ବ୍ୟାପକ ମାତ୍ରାରେ ଚାଷ ନଷ୍ଟ ହୋଇଛି । ରାଜଘାଟଠାରେ ସୁବର୍ଣ୍ଣରେଖା ଜଳ ସତର୍କ ସଙ୍କେତ ତଳେ ପ୍ରବାହିତ ହେଉଛି। କିଛି ଲୋକ ଜଳବନ୍ଦୀରେ ଜୀବନ ବିତାଉଛନ୍ତି । ପାନୀୟ ଜଳ ସମସ୍ୟା ସାଙ୍ଗକୁ ଗାଈଗୋରୁଙ୍କ ଖାଦ୍ୟ ପାଇଁ ବଡ଼ ସମସ୍ୟା ସୃଷ୍ଟି ହୋଇଛି ।

Tags: floododishasubarnarekha
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି ବଜାରରେ ୨୪ କ୍ୟାରେଟ୍ ସୁନା ଦାମ କେତେ ?

ଜାଣନ୍ତୁ ଆଜି ବଜାରରେ ୨୪ କ୍ୟାରେଟ୍ ସୁନା ଦାମ କେତେ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା
  • ନୋଟିସ ଜାରି କଲା AIIMS; ହସ୍ପିଟାଲ ପରିସରରେ ନାରାବାଜି କରିବାକୁ ମନା
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.