Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନର ଶେଷ ତାରିଖ

Sanchar Live by Sanchar Live
March 2, 2025
in ଓଡିଶା
0
ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନର ଶେଷ ତାରିଖ
0
SHARES
19
VIEWS
FacebookTwitter

ସଂଚାର ବ୍ୟୁରୋ: ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନର ଶେଷ ତାରିଖ। ୩୧ ଭିତରେ ଯେଉଁମାନେ ଆବେଦନ କରିଥିବେ ସେମାନେ ଏକକାଳୀନ ୩ଟି କିସ୍ତିର ଟଙ୍କା ପାଇବେ । ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୬ରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇବେ ମହିଳା । ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା । ସେହିପରି ମାର୍ଚ୍ଚ ୮ରେ ମିଳିବ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା । ମହିଳାଙ୍କ ବ୍ୟାଙ୍କ ଖାତାକୁ ୫ ହଜାର ଲେଖାଏଁ ଟଙ୍କା ଯିବ । ୧ କୋଟିରୁ ଅଧିକ ମହିଳା ଏକା ସାଙ୍ଗରେ ପାଇବେ ଦ୍ବିତୀୟ କିସ୍ତି ଅର୍ଥ ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.