Thursday, March 26, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ସୁଭଦ୍ରା ଯୋଜନା ପାଇଁ ଫର୍ମ ଦାଖଲ

Sanchar Live by Sanchar Live
September 4, 2024
in ଓଡିଶା
0
ସୁଭଦ୍ରା ଯୋଜନା ଆବେଦନ ପାଇଁ ପ୍ରବଳ ଭିଡ଼
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ବିଜେପି ସରକାରଙ୍କ ଜନହିତକର ଯୋଜନା ସୁଭଦ୍ରା ରେ ଅନ୍ତର୍ଭୁକ୍ତ ହେବା ପାଇଁ ମହିଳାଙ୍କମାନେ ଫର୍ମ ଭରିଛନ୍ତି । ତେବେ  ସୁଭଦ୍ରା ଯୋଜନା ପାଇଁ ଆଜିଠୁ ହେବ ଫର୍ମ ଦାଖଲ।  `ସୁଭଦ୍ରା’କୁ ନେଇ ସବୁଠି ଉତ୍ସାହ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ୪ ତାରିଖ ଅର୍ଥାତ ଆଜି ସନ୍ଧ୍ୟା ପରଠାରୁ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଯେ ପର୍ଯ୍ୟନ୍ତ ଶେଷ ହିତାଧିକାରୀ ପଇସା ପାଇ ନାହାନ୍ତି ସେ ପର୍ଯ୍ୟନ୍ତ ଏ ପ୍ରକ୍ରିୟା ଚାଲୁ ରହିବ । ସେପଟେ ସୁଭଦ୍ରାକୁ ନେଇ ମହିଳାଙ୍କ ଭିତରେ ଉତ୍ସାହ । ବାଲେଶ୍ବର ବାଲିଆପାଳ ଉପ ଡାକଘରରେ ଚାଲିଛି ଆଧାର କାର୍ଡ କରେକ୍ସନ୍ ଏବଂ EKYC ସହିତ ଆଧାର କାର୍ଡ ସଂଶୋଧନ ।

ମୋବାଇଲ୍ ନମ୍ବରକୁ ସୋଂଯୋଗୀକରଣ କରିବାକୁ ପ୍ରବଳ ଭିଡ଼ ଲାଗିଛି । ରାଉରକେଲାରେ ବି ଯେପରି କେହି ବି ହିତାଧିକାରୀ ଯୋଜନାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଜାରି ରହିଛି । ଯୋଜନାର ନିୟମାବଳୀ ଉପରେ ଅବଗତ କରିବା ସହ ଏହାକୁ ସଠିକ୍ ଭାବେ କାର୍ଯ୍ୟକାରୀ କରିବା ନିମନ୍ତେ ସ୍ଥାନୀୟ ମଧୁସୂଦନ ଭବନରେ ଏକ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଥିଲା ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ପୁଣି ଏୟାର ଇଣ୍ଡିଆକୁ ବୋମା ଧମକ

ପୁଣି ଏୟାର ଇଣ୍ଡିଆକୁ ବୋମା ଧମକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଅଶୋକାଷ୍ଟମୀ, ଗଡ଼ିବ ରୁକୁଣା ରଥ
  • ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ
  • AC ଚାଲୁ କରିବା ପୂର୍ବରୁ ଜାଣି ରଖନ୍ତୁ….
  • କନଫର୍ମ ହୋଇଥିବା ଟିକେଟ୍ ବାତିଲ ନିୟମରେ ପରିବର୍ତ୍ତନ
  • ଦେଶରେ ସରି ସାରି ଆସୁଛି କି ପେଟ୍ରୋଲ- ଡିଜେଲ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.