Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୧୭ ରେ ମିଳିବ ପ୍ରଥମ କିସ୍ତି ଟଙ୍କା

Sanchar Live by Sanchar Live
September 14, 2024
in ଓଡିଶା
0
୧୭ ରେ ମିଳିବ ପ୍ରଥମ କିସ୍ତି ଟଙ୍କା
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରାେ: ସୁଭଦ୍ରା ଯୋଜନାରେ ଏଯାଏ ଆବେଦନ କଲେଣି ୫୦ ଲକ୍ଷ ମହିଳା । ୧୫ତାରିଖ ଯାଏ ଯେଉଁମାନେ ଆବେଦନ କରିଥିବେ, ସେମାନଙ୍କୁ ୧୭ ତାରିଖରେ ପ୍ରଥମ କିସ୍ତି ଟଙ୍କା ମିଳିବ। ଆସନ୍ତାକାଲି ସୁଭଦ୍ରା ସ୍ବାଗତ ପଦଯାତ୍ରାର ପ୍ରଥମ ଦିନ । ଆସନ୍ତାକାଲି ରାଜ୍ୟବ୍ୟାପୀ ୧୦ ହଜାର ରାଜସ୍ବ ଗାଁରେ ସୁଭଦ୍ରା ପଦଯାତ୍ରା ହେବ ବୋଲି କହିଛନ୍ତି ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା । କାଲି ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ବିଶ୍ବବିଦ୍ୟାଳୟ ଯାଏ ହେବ ସୁଭଦ୍ରା ପଦଯାତ୍ରା । ପ୍ରତି ପଞ୍ଚାୟତରେ ଜିପିଏଲଏଫଙ୍କ ନେତୃତ୍ୱରେ ହେବ ପଦଯାତ୍ରା। ଏସଚଜି ସଦସ୍ୟାମାନେ ମଧ୍ୟ ଗାଁ ଗାଁରେ ସାମିଲ ହେବେ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା। ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରାଯିବ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଆସନ୍ତାକାଲି ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.