Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାର୍ଚ୍ଚ ୩୧ ସୁଦ୍ଧା ଯେଉଁମାନେ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଥିବେ, ସେମାନଙ୍କୁ ମିଳିବ ୧୦ ହଜାର

Sanchar Live by Sanchar Live
January 3, 2025
in ଓଡିଶା
0
ମାର୍ଚ୍ଚ ୩୧ ସୁଦ୍ଧା ଯେଉଁମାନେ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଥିବେ, ସେମାନଙ୍କୁ ମିଳିବ ୧୦ ହଜାର
0
SHARES
41
VIEWS
FacebookTwitter

ସୁଭଦ୍ରା ଯୋଜନା ନେଇ ବଡ଼ ସୂଚନା ଦେଇଛନ୍ତି ମନୋଜ ଆହୁଜା । କହିଛନ୍ତି ମାର୍ଚ୍ଚ ୩୧ ସୁଦ୍ଧା ଯେଉଁମାନେ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଥିବେ । ସେମାନଙ୍କୁ ଚଳିତ ବର୍ଷର ୧୦ ହଜାର ଟଙ୍କା ମିଳିବ । ଅର୍ଥାତ ବର୍ଷ ୨୦୨୫ ର ଦୁଇଟି କିସ୍ତି ଟଙ୍କା ପାଇବେ ।

ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ୫ ବର୍ଷ ପାଇଁ ଅନୁମୋଦନ ମିଳିଛି । ୫ ବର୍ଷରେ ଖର୍ଚ୍ଚ ହେବ ୭୫୦ କୋଟି ଟଙ୍କା । ଶକ୍ତି ବିଭାଗ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟ ସରକାର ୨୫ ହଜାର ଟଙ୍କା ସବସିଡି ଦେବେ । ୧ କିଲୋୱାଟ୍ ସୋଲାର ଲାଗି ରାଜ୍ୟ ଦେବ ଅତିରିକ୍ତ ୨୫ ହଜାର ଏବଂ କେନ୍ଦ୍ରର ୩୦ ହଜାର ସବସିଡ୍ ବାଦ୍ ରାଜ୍ୟ ସରକାର ୨୫ ହଜାର ଦେବେ । ୩ କିଲୋୱାଟ୍ ସୋଲାର ଲଗାଇଲେ ରାଜ୍ୟ ଦେବ ମୋଟ ୫୮ ହଜାର ଭିନ୍ନକ୍ଷମ ଯେଉଁମାନେ ୮୦ ପ୍ରତିଶତରୁ ଅଧିକ ଓ ୮୦ ବର୍ଷରୁ ଅଧିକ ବ୍ୟକ୍ତି ୩୫୦୦ ଟଙ୍କା ଭତ୍ତା ପାଇବେ ।

Tags: odishaSubhadrayojana
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ

ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.