Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଦ୍ୱିତୀୟ କିସ୍ତି, ଜଲଦି କରନ୍ତୁ ଚେକ

Sanchar Live by Sanchar Live
March 8, 2025
in ଓଡିଶା
0
ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଦ୍ୱିତୀୟ କିସ୍ତି, ଜଲଦି କରନ୍ତୁ ଚେକ
0
SHARES
27
VIEWS
FacebookTwitter

ଭୁବନେଶ୍ୱର : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟ ସରକାର ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ୨ୟ କିସ୍ତି ଅର୍ଥ ଛାଡ଼ିଛନ୍ତି । ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତି ଟଙ୍କା ପ୍ରଦାନ କରିଛନ୍ତି । ଆଜି ପାଖାପାଖି ୧ କୋଟି ୬୪ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏ ୫ ହଜାର କୋଟି ଟଙ୍କା ପ୍ରେରଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ମନ୍ତ୍ରୀ ପରିଷଦର ସଦସ୍ୟ, ସାଂସଦ ଓ ବିଧାୟକ ଉପସ୍ଥିତ ଥିଲେ ।

ସେହିପରି ମାର୍ଚ୍ଚ ୬ ତାରିଖରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ଦେଇଥିଲେ ସରକାର । ଆଉ ଏବେ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆନ୍ତର୍ଜାତୀୟ ମହିଳା ଦିବସରେ କୋଟିଏରୁ ଅଧିକ ମହିଳାଙ୍କୁ ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାଛଡ଼ା ମାର୍ଚ୍ଚ ୩୧ ତାରିଖ ରହିଛି ସୁଭଦ୍ରା ଆବେଦନର ଶେଷ ତାରିଖ। ଧାର୍ଯ୍ୟ କରାଯାଇଥିବା ତାରିଖ ସୁଦ୍ଧା ଆବେଦନ କରିଥିଲେ ରାକ୍ଷୀ ପୂର୍ଣ୍ଣମୀରେ ପାଇବେ ଏକାଥରେ ୧୫ ହଜାର ଟଙ୍କା । ଜଣେ ବି ଯୋଗ୍ୟ ହିତାଧିକାରୀ ଯେପରି ଯୋଜନାରୁ ବାଦ୍‌ ପଡ଼ିବେନି ତାକୁ ଗୁରୁତ୍ୱ ଦେଇ ସରକାର ସବୁପ୍ରକାର ଅନୁକୂଳ ପଦକ୍ଷେପ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଏକତରଫା ପ୍ରେମରୁ ଯୁବତୀଙ୍କ ଘର ଆଗରେ ପାଟିତୁଣ୍ଡ, ବାହାହେବାକୁ ଜିଦ କରି ହାଇଡ୍ରାମା

ଏକତରଫା ପ୍ରେମରୁ ଯୁବତୀଙ୍କ ଘର ଆଗରେ ପାଟିତୁଣ୍ଡ, ବାହାହେବାକୁ ଜିଦ କରି ହାଇଡ୍ରାମା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.