Thursday, May 7, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାଲି ଆସିବ ସୁଭଦ୍ରା ଟଙ୍କା, ବାଦ ପଡ଼ିଥିବା ହିତାଧିକାରୀ…

Sanchar Live by Sanchar Live
November 23, 2024
in ଓଡିଶା
0
କାଲି ଆସିବ ସୁଭଦ୍ରା ଟଙ୍କା, ବାଦ ପଡ଼ିଥିବା ହିତାଧିକାରୀ…

Oplus_0

0
SHARES
6
VIEWS
FacebookTwitter

ଭୁବନେଶ୍ୱର: ସୁଭଦ୍ରା ଯୋଜନାରୁ ବାଦ ପଡ଼ିଥିବା ହିତାଧିକାରୀଙ୍କ ପାଇଁ ଆସିଛି ଖୁସି ଖବର । ଆସନ୍ତାକାଲି ସାମିଲ ହେବେ ବାଦ ପଡ଼ିଥିବା ଆବେଦନକାରୀ ଯୋଜନାରେ ସାମିଲ ହେବେ । ଏ ନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଉପ ମୁଖ୍ୟମନ୍ତ୍ରୀ ଶନିବାର ଦେଇଥିବା ସୂଚନା ମୁତବାତ, ସୁଭଦ୍ରା ଯୋଜନାରୁ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ କରାଯିବା ପରେ ସରକାର ନିଷ୍ପତ୍ତି ନେଇଛନ୍ତି । ସେଥିରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ଯେଉଁମାନେ ବାକି ହିତାଧିକାରୀ ରହିଛନ୍ତି ଜମି ସମସ୍ୟା ଯୋଗୁଁ ତାଲିକାରେ ସେମାନଙ୍କର ନାଁ ନାହିଁ । ତାଙ୍କ ନାଁ’ରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହା ବାବାଦରେ ଫିଜିକାଲ ଭେରିଫିକେସନ ହେବ ।

ଯାଞ୍ଚ କରାଯିବା ପରେ ଯୋଜନାରେ ସାମିଲ କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।୨ ଲକ୍ଷ ୬୭ ହଜାର ଆବେଦନ କରି ବିଭିନ୍ନ କାରଣ ପାଇଁ ବାଦ ପଡ଼ିଥିଲେ । ସେମାନଙ୍କୁ ଆଉ ଥରେ ଯାଞ୍ଚ କରି ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା । ଏଥିପାଇଁ ବିଡ଼ିଓମାନଙ୍କୁ ନୋଡାଲ ଏଜେନସି ଦାୟିତ୍ୱ ଦିଆଯାଇଥିଲା । ରିପୋର୍ଟ ଆସିବା ପରେ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ରିପୋର୍ଟ ଆଧାରରେ ସେମାନଙ୍କୁ ସାମିଲ କରାଯିବ ।

ଅନ୍ୟପକ୍ଷରେ ୫ ଲକ୍ଷ ହିତାଧିକାରୀଙ୍କର ମେଳ ଖାଉ ନ ଥିଲା । ଯାହାକି ସମାଧାନ ହୋଇ ପାରି ନାହିଁ । ସେମାନେ ଏଥର ସାମିଲ ହେବେ ନାହିଁ । ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ ଏବଂ ଆଧାର ଲିଙ୍କରେ ସମସ୍ୟା ଅଛି । ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ କରେଇବା ପରେ ସେମାନେ ସାମିଲ ହେବେ । ଏହାର ସମାଧାନ ହେବା ପରେ ଡିସେମ୍ବରରେ ସେମାନେ ସୁଭଦ୍ରା କିସ୍ତି ପାଇପାରିବେ । ଏହାର ସଚେତନତା ଲାଗି ସରକାରୀ ଅଧିକାରୀ ଘରକୁ ଯିବେ । ବାଦ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ଯାଏଁ ପ୍ରକ୍ରିୟା ଜାରି ରହିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ।

 

Tags: odishaprabhati paridasubhadra yojana
ShareTweetShareSend
Sanchar Live

Sanchar Live

Next Post
ଗିରଫ ହେଲେ ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ

ଗିରଫ ହେଲେ ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅପରେସନ ସିନ୍ଦୂରକୁ ଆଜି ପୁରିଛି ବର୍ଷେ
  • ଗୁରୁବାର : ଅଚାନକ ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଟଙ୍କା
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
  • ୫ ଦିନ ବନ୍ଦ ରହିପାରେ SBI ବ୍ୟାଙ୍କ ସେବା
  • ଆଜି ପୁଣି ବଢିଲା ସୁନା- ରୂପା ଦର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.