Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୁଭଦ୍ରା ଯୋଜନାରେ ତ୍ରୁଟି ଥିଲେ ଯିବ ଫୋନ୍‌ କଲ୍‌

Sanchar Live by Sanchar Live
October 12, 2024
in ଓଡିଶା
0
ଜାଣନ୍ତୁ କାଲି କାହାକୁ ମିଳିବ ସୁଭଦ୍ରା ଟଙ୍କା
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ସୁଭଦ୍ରା ଯୋଜନାରେ ତ୍ରୁଟି ଥିଲେ ଯିବ ଫୋନ୍‌ କଲ୍‌ । ତୃତୀୟ ପର୍ଯ୍ୟାୟରେ ତ୍ରୁଟି ହେଲେ ଫୋନ କରି ସଠିକ କରିବାକୁ ଦିଆଯିବ ପରାମର୍ଶ । ଘରକୁ ଘର ଅଙ୍ଗନବାଡି କର୍ମୀ ମାନେ ଯାଇ ତ୍ରୁଟି ସମାଧାନ କରିବେ । ବ୍ଲକ ସ୍ତରରେ ମଧ୍ୟ ଯାଞ୍ଚ ହେବ । ଏନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ସମସ୍ତଙ୍କ ନିକଟରେ ପହଞ୍ଚିବ ସୁଭଦ୍ରା । ରାଜ୍ୟର ସମସ୍ତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଧିରେ ଧିରେ ଆରମ୍ଭ ହେବ ଆଉ ଏକ ପ୍ରକ୍ରିୟା । ଏପର୍ଯ୍ୟନ୍ତ ଏକ କୋଟି ୬୦ ହଜାର ମହିଳା ପଞ୍ଜିକରଣ କରିଛନ୍ତି । ଯେତେ ଅଧିକ ମହିଳା ପଞ୍ଜିକରଣ କରିବେ, ସମସ୍ତଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଅର୍ଥର ଅଭାବ ନାହିଁ । ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ଚାଲିବ ସୁଭଦ୍ରା ଯୋଜନା ।

ତେବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଯିବା ବେଳେ ତ୍ରୁଟି ଥିଲେ, ହିତାଧିକାରୀଙ୍କ ପାଖକୁ ଯିବ ଫୋନ୍ କଲ୍‌ । ବ୍ଲକ ସ୍ତରରେ ଯାଞ୍ଚ ହେବ । ଅଙ୍ଗନବାଡି କର୍ମୀ ଘରକୁ ଘର ବୁଲି ସମସ୍ୟାର ସମାଧାନ କରିବେ । ଏନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଖୁବଶୀଘ୍ର କମିବ ପିଆଜ ଦର

ଖୁବଶୀଘ୍ର କମିବ ପିଆଜ ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.