Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜନତା ମୈଦାନରେ ଆରମ୍ଭ ହେଲା ସୁଭଦ୍ରା ଶକ୍ତି ମେଳା

Sanchar Live by Sanchar Live
February 22, 2025
in ଓଡିଶା
0
ଜନତା ମୈଦାନରେ ଆରମ୍ଭ ହେଲା ସୁଭଦ୍ରା ଶକ୍ତି ମେଳା
0
SHARES
16
VIEWS
FacebookTwitter

ଭୁବନେଶ୍ବର ଜନତା ମୈଦାନରେ ଆରମ୍ଭ ହେଲା ସୁଭଦ୍ରା ଶକ୍ତି ମେଳା। ଏହି ମେଳା ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହାକୁ ଉଦଘାଟନ କରିଛନ୍ତି । ମେଳାରେ ୩୦ ଜିଲାରୁ ୩ ଶହରୁ ଅଧିକ ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ସାମିଲ ହୋଇଛନ୍ତି । ଏଥିରେ ମିଶନଶକ୍ତି ଦ୍ଵାରା ପ୍ରସ୍ତୁତ ୨ଶହରୁ ଅଧିକ ସମାଗ୍ରୀ ଦେଖିବାକୁ ମିଳିବ l ଏହି ଅବସରରେ ସୁଭଦ୍ରା ହିତାଧିକାରୀ ପରିବାର ଝିଅ ବିବାହ ପାଇଁ ଏକ ସାମୁହିକ ବିବାହର ଭବ୍ୟ ଆୟୋଜନ ହେବ ବୋଲି କହିଛନ୍ତି ମୁଖ୍ଯମନ୍ତ୍ରୀ । ବିବାହର ଆୟୋଜନ ଠାରୁ ଝିଅ ବିଦା ପର୍ଯ୍ୟନ୍ତ ସବୁ ବ୍ୟବସ୍ଥା ରାଜ୍ୟ ସରକାର କରିବେ ।

Tags: bhubaneswarSubhadra shakti mela
ShareTweetShareSend
Sanchar Live

Sanchar Live

Next Post
ନିମାନନ୍ଦ ପ୍ରଧାନଙ୍କ ଅପହରଣ ଘଟଣା: ୬ଜଣ ଅପହରଣକାରୀଙ୍କୁ ରାଞ୍ଚିରୁ ଗିରଫ କଲା ପୋଲିସ

ନିମାନନ୍ଦ ପ୍ରଧାନଙ୍କ ଅପହରଣ ଘଟଣା: ୬ଜଣ ଅପହରଣକାରୀଙ୍କୁ ରାଞ୍ଚିରୁ ଗିରଫ କଲା ପୋଲିସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.