Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାଦ ପଡିଥିବା ମହିଳା ପୁଣିଥରେ ପାଇପାରିବେ ସୁଭଦ୍ରା ଯୋଜନାର ସୁବିଧା

Sanchar Live by Sanchar Live
January 10, 2025
in ଓଡିଶା
0
ମାର୍ଚ୍ଚ ୩୧ ସୁଦ୍ଧା ଯେଉଁମାନେ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଥିବେ, ସେମାନଙ୍କୁ ମିଳିବ ୧୦ ହଜାର
0
SHARES
16
VIEWS
FacebookTwitter

‘ସୁଭଦ୍ରା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଯୋଜନାରୁ ଅପ୍ଟ  ହୋଇଥିବା ବା ବାଦ ପଡିଥିବା ମହିଳାଙ୍କ ପାଇଁ  ପୁଣି ପାଇପାରିବେ ସୁବିଧା । ହିତାଧିକାରୀଙ୍କ ପାଇଁ ପୋର୍ଟାଲରେ ଅପ୍ଟ ଇନ  ବ୍ୟବସ୍ଥା ରହିବ ।  ମହିଳା ଅପ୍ଟ ଇନ  କରିବାକୁ ଚାହୁଁଥିଲେ କରିପାରିବେ । ପୋର୍ଟାଲରେ ଲଗ୍‌ ଇନ୍ କରି ଅପ୍ଟ ଇନ  କରିପାରିବେ । ସୋସିଆଲ ମିଡିଆରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଦେଇଛନ୍ତି ।

ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିଥିବା ୧କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନକାରୀଙ୍କ ମଧ୍ୟରୁ ପ୍ରାୟ ୧୮ ହଜାର ୭୩୫ ମହିଳା ଡିସେମ୍ବର ୩ ସୁଦ୍ଧା ଓହରି ଯାଇଛନ୍ତି । ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ଖାତାକୁ ଆସିବ । ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ । କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ ।  ବର୍ତ୍ତମାନ ସୁଭଦ୍ରା ଯୋଜନାରେ ୧ କୋଟି ୬ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇଛି । ଏହା ମଧ୍ୟରୁ ୮୦ ଲକ୍ଷରୁ ଅଧିକ ହିତାଧିକାରୀ ଟଙ୍କା ପାଇସାରିଛନ୍ତି । ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
କିର୍ମିରାରେ ଆନାସ୍ଥା ଭୋଟିଂ ବାତିଲ

କିର୍ମିରାରେ ଆନାସ୍ଥା ଭୋଟିଂ ବାତିଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.