Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ: ଆଜି ଆସିବ ୧ ଟଙ୍କା

Sanchar Live by Sanchar Live
October 7, 2024
in ଓଡିଶା
0
୧୭ ରେ ମିଳିବ ପ୍ରଥମ କିସ୍ତି ଟଙ୍କା
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ଆସିବ ସୁଭଦ୍ରା କିସ୍ତି । ଆଜି ମହିଳାଙ୍କ ଖାତାକୁ ଆସିପାରେ ପରୀକ୍ଷାମୂଳକ ଭାବେ ୧ ଟଙ୍କା । ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ତେବେ ଆସନ୍ତା ୯ ତାରିଖରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଟଙ୍କା ଦିଆଯିବ । ଏହାକୁ ନେଇ ଆଜି ସୁଦ୍ଧା ପାଖାପାଖି ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏଥିସହିତ ଆଜି ସୁଦ୍ଧା ୩୨ ଲକ୍ଷ ଏମପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି ।

ତେବେ କହିରଖୁଛୁ, ତେବେ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ ହି୍ୟ ସଡିଶାରେ ସୁଭଦ୍ରା ସହାୟତା ଆରମ୍ଭ ହୋଇଥିଲା । ଯେଉଁଥିରେ ପାଖାପାଖି ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରାର ପ୍ରଥମ କିସ୍ତି ଭାବେ ୫ ହଜାର ଲେଖାଏଁ ଟଙ୍କା ପ୍ରଦାନ କରାଯାଇଛି ।  ଆସନ୍ତା ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥିପାଇଁ ବାରିପଦାରେ ସଭା ଆୟୋଜିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ଏହି ଟଙ୍କା ପ୍ରଦାନ କରାଯିବ । ଦ୍ବିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ ଲକ୍ଷ ମହିଳା ସାମିଲ ହେବେ । ଅକ୍ଟୋବର ୭ ସୁଦ୍ଧା ଯେଉଁମାନେ ଆବେଦନ କରିଥିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ମହିଳାମାନେ ଏହି ଯୋଜନାରେ ସାମିଲ ହେବେ । ତେବେ ମାର୍ଚ୍ଚ ୮ ଯାଏଁ ସୁଭଦ୍ରା ଆବେଦନ ପାଇଁ ସମୟ ସୀମା ରହିଛି ।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ବାଲେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ତେଲ ଜଳସେଚନ ପ୍ରକଳ୍ପର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.