Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା

Sanchar Live by Sanchar Live
May 4, 2026
in ଓଡିଶା
0
ଆଜି ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା
0
SHARES
83
VIEWS
FacebookTwitter

ଆଉ କିଛି ସମୟ ପରେ ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପୂର୍ବରୁ ବଡ଼ ଘୋଷଣା କରିଥିଲେ । ସେହି ମୁତାବକ ଆଜି ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ୧ ଲକ୍ଷ ୨୩ ହଜାର ୮୪୯ ଜଣ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ସହାୟତା । ଏହି ମହିଳା ମାନେ ଗତ ମାର୍ଚ୍ଚ ୮ ତାରିଖରେ ସୁଭଦ୍ରା ଯୋଜନା ଟଙ୍କା ପାଇନଥିଲେ । ବିଭିନ୍ନ ସମସ୍ୟା କାରଣରୁ ୧ ଲକ୍ଷ ୨୩ ହଜାରରୁ ଅଧିକ ମହିଳାଙ୍କୁ ମହିଳା ଦିବସରେ ୪ର୍ଥ କିସ୍ତି ସୁଭଦ୍ରା ଟଙ୍କା ଯାଇନଥିଲା । ଏବେ ଭେରିଫିକେସନ୍ ପରେ ପୁଣି ସେମାନେ ଯୋଗ୍ୟ ବିବେଚିତ ହୋଇଛନ୍ତି ।

ମାନଦଣ୍ଡ ଅନୁଯାୟୀ, ଏପ୍ରିଲ ୧, ୨୦୨୬ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷୀୟ ମହିଳା ସୁଭଦ୍ରାରେ ପଞ୍ଜୀକରଣ କରିଥିଲେ । ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନ ପୁନଃ ଗ୍ରହଣ କରାଯିବ ନାହିଁ । ଯୋଗ୍ୟ ବିବେଚିତ ହିତାଧିକାରୀଙ୍କୁ ୨୦୨୬-୨୭ ଆର୍ଥିକ ବର୍ଷରୁ ଯୋଜନା ଅବଧି ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ ୧୦ ହଜାର ସହାୟତା ପ୍ରଦାନ କରାଯିବ ।

ପୂର୍ବରୁ ସୁଭଦ୍ରାର ୪ଟା କିସ୍ତିରେ ମହିଳାଙ୍କ ବ୍ୟାଙ୍କ ଖାତାକୁ ୫୦୦୦ ହଜାର ଲେଖାଏଁ ଦିଆଯାଇଛି । ପୂର୍ବରୁ ସୁଭଦ୍ରାର ନୂତନ ପଞ୍ଜିକରଣ ତାରିଖ ଘୋଷଣା ହୋଇଥିଲା । ଏପ୍ରିଲ୍‌ ୧ରୁ ଆରମ୍ଭ ହୋଇଥିବା ନୂତନ ପଞ୍ଜିକରଣ ଅବଧି ଏପ୍ରଲ୍‌ ୩୦ରେ ଶେଷ ହୋଇଥିଲା । ଯେଉଁମାନେ କୌଣସି କାରଣରୁ ଆବେଦନ କରି ନଥିଲେ, ସେମାନେ ଆବେଦନ କରିବା ପାଇଁ ସମସସୀମା ଦିଆଯାଇଥିଲା ।

 

Tags: odishaSubhadrayojana
ShareTweetShareSend
Sanchar Live

Sanchar Live

Next Post
ବଙ୍ଗ ରେଜଲ୍ଟ: ଆଗରେ ରହିଛି ବିଜେପି

ବଙ୍ଗ ରେଜଲ୍ଟ: ଆଗରେ ରହିଛି ବିଜେପି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.