Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

୨ୟ ଭାରତୀୟ ଭାବେ ମହାକାଶକୁ ଗଲେ ଶୁଭାଂଶୁ ଶୁକ୍ଳା

Sanchar Live by Sanchar Live
June 25, 2025
in ଭାରତ
0
୨ୟ ଭାରତୀୟ ଭାବେ ମହାକାଶକୁ ଗଲେ ଶୁଭାଂଶୁ ଶୁକ୍ଳା
0
SHARES
55
VIEWS
FacebookTwitter

ଅପେକ୍ଷା ସରିଲା, ମହାକାଶ ମିଶନ ଆରମ୍ଭ ହେଲା । ମହାକାଶ ଗଲେ ଶୁଭାଂଶୁ ଶୁକ୍ଳା । ସ୍ପେସ୍ ଏକ୍ସର ଆକ୍ସିୟମ ମିଶନ-୪ର ସଫଳ ଉତକ୍ଷେପଣ । ନାସାର କେନେଡି ସେଣ୍ଟରରୁ ହେଲା ଉତକ୍ଷେପଣ । ଫାଲକନ୍-୯ ରକେଟ୍ ଦ୍ବାରା ହେଲା ସଫଳ ଉତକ୍ଷେପଣ । ତେବେ ଏହି ଉତକ୍ଷେପଣ ସହ ମହାକାଶକୁ ଗଲେ ଗ୍ରୁପ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳା । ଭାରତ ପାଇଁ ଆଜି ଗର୍ବର ଓ ଗୌରବର ଦିନ । ମହାକାଶକୁ ଉଡାଣ ଭରି ଭାରତ ପାଇଁ ଇତିହାସ ରଚିଲେ ଶୁଭାଂଶୁ । ୪୧ ବର୍ଷ ପରେ ମହାକାଶ ଗଲେ ୨ୟ ଭାରତୀୟ ।

ତେବେ ଭାରତୀୟ ସମୟ ଠିକ୍ ଦିନ ୧୨ଟା ୧ରେ  ନାସାର କେନେଡି ସ୍ପେସ୍ ସେଣ୍ଟରରୁ ଆକ୍ସିଅମ ମିସନ-୪ ଆରମ୍ଭ ହୋଇଛି । ସ୍ପେସ୍ ଏକ୍ସର ଆକ୍ସିଅମ ମିସନ-୪ର ଉତକ୍ଷେପଣ ହୋଇଛି ।  ମହାକାଶ ଅଭିମୁଖେ ଉଡ଼ାଣ ଭରିଛି ସ୍ପେସ୍ ଏକ୍ସ ମିସନ୍-ଆକ୍ସିଅମ-୪ । ୩ ମହାକାଶଚାରୀଙ୍କ ସହ ଅନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନ୍ ଯାଇଛନ୍ତି ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ।

ତେବେ ଏହା ହେଉଛି ଆକ୍ସିଅମ ୪, ନାସା ଓ ସ୍ପେସ୍ଏକ୍ସର ମିଳିତ ମିଶନ । ପୂର୍ବରୁ ୫ ଥର ମିଶନ ବାତିଲ କରାଯାଇଥିଲା । କେବେ ଯାନ୍ତ୍ରିକ ତ୍ରୁଟି ତ ପୁଣି କେବେ ଖରାପ ପାଣିପାଗ ପାଇଁ ମିଶନ ପୂର୍ବରୁ ବାତିଲ କରାଯାଇଥିଲା । ଭାରତୀୟ ବାୟୁସେନା ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଲା ଏହି ଐତିହାସିକ ଯାତ୍ରାରେ ସାମିଲ ହୋଇ ପ୍ରଥମ ଥର ପାଇଁ ମହାକାଶକୁ ଯାଇଛନ୍ତି । ଏହାସହ ଦ୍ବିତୀୟ ଭାରତୀୟ ଭାବେ ରେକର୍ଡ ସୃଷ୍ଟି କରିଛନ୍ତି  ଶୁଭାଂଶୁ । ପୂର୍ବରୁ ରାକେଶ ଶର୍ମା ୧୯୮୪ରେ ମହାକାଶ ଯାଇଥିଲେ । ଏହା ପରେ ଶୁଭାଂଶୁ ୨୦୨୫ରେ ଭାରତୀୟ ଭାବେ ମହାକାଶ ଯାଉଛନ୍ତି ।

Tags: Subranshu sukla
ShareTweetShareSend
Sanchar Live

Sanchar Live

Next Post
ପୋଲାର୍ଡଙ୍କ ବିରଳ ରେକର୍ଡ : ୭୦୦ ଟି-ଟ୍ୱେଣ୍ଟି ଖେଳିବାରେ ପ୍ରଥମ ଖେଳାଳି

ପୋଲାର୍ଡଙ୍କ ବିରଳ ରେକର୍ଡ : ୭୦୦ ଟି-ଟ୍ୱେଣ୍ଟି ଖେଳିବାରେ ପ୍ରଥମ ଖେଳାଳି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.