Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ହିତାଧିକାରୀଙ୍କ ଖାତାକୁ ଗଲା ତୃତୀୟ କିସ୍ତିର ‘ସୁଭଦ୍ରା’ ଟଙ୍କା

Sanchar Live by Sanchar Live
August 9, 2025
in ଓଡିଶା
0
ହିତାଧିକାରୀଙ୍କ ଖାତାକୁ ଗଲା ତୃତୀୟ କିସ୍ତିର ‘ସୁଭଦ୍ରା’ ଟଙ୍କା
0
SHARES
223
VIEWS
FacebookTwitter

ହିତାଧିକାରୀଙ୍କ ଖାତାକୁ ଗଲା ତୃତୀୟ କିସ୍ତିର ‘ସୁଭଦ୍ରା’ ଟଙ୍କା । ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର୧ କୋଟି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ୫ ହଜାର କୋଟି ଟଙ୍କା ଯିବ । କୋଟିଆ ପଞ୍ଚାୟତର ସୁଭଦ୍ରାରୁ ବଞ୍ଚିତ ମୋଟ ୨୪୬ଜଣ ମହିଳା ଏକାଥରକେ ତିନୋଟି କିସ୍ତିର ୧୫ହଜାର ଟଙ୍କା ପାଇବେ ।

ଯେଉଁ ହିତାଧିକାରୀମାନେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏପର୍ଯ୍ୟନ୍ତ ୨ଲକ୍ଷ ହିତାଧିକାରୀ ବାଦ୍ ପଡ଼ିଛନ୍ତି । ସେମାନଙ୍କୁ ଯୋଡ଼ିବା ପାଇଁ ଆଉ ଥରେ ସର୍ଭେ ହେବ । ପ୍ରଥମ କିସ୍ତି ଟଙ୍କା ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ପ୍ରଦାନ କରାଯାଇଥିଲା ।  ଏହା ପରେ ଚଳିତ ବର୍ଷ ମହିଳା ଦିବସରେ ଦ୍ବିତୀୟ କିସ୍ତି ଦିଆଯାଇଥିଲା । ପ୍ରତିବର୍ଷ ରାଖୀ ପୂର୍ଣ୍ଣିମା ଓ ମହିଳା ଦିବସରେ ସୁଭଦ୍ରା ଟଙ୍କା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ସେହି ଆଧାରରେ ଆଜି ରାଖୀ ପୂର୍ଣ୍ଣିମାରେ ହିତାଧିକାରୀଙ୍କ ଖାତାକୁ ଆସିଛି ଟଙ୍କା ।

Tags: odishaSubhadrayojana
ShareTweetShareSend
Sanchar Live

Sanchar Live

Next Post
ପୁଣି ବିବାଦରେ ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସ ସ୍କ୍ୱାର୍ଡ

ପୁଣି ବିବାଦରେ ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସ ସ୍କ୍ୱାର୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାଜ୍ୟରେ ଆଜି ହୋଇପାରେ ଏକ ବଡ଼ ପରିବର୍ତ୍ତନ
  • ଆସ୍ଥା ଭୋଟ ଜିତିଲେ ବିଜୟ
  • ମାଡି ଆସୁଛି ବାତ୍ୟା!
  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.