Wednesday, September 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସମ୍ ହସ୍ପିଟାଲରେ ଚଳନଶୀଳ ସ୍କିଲ୍ ଲ୍ୟାବରେ ଡାକ୍ତରଙ୍କୁ ପ୍ରଶିକ୍ଷଣ ପ୍ରଦାନ

Sanchar Live by Sanchar Live
November 23, 2024
in ଓଡିଶା
0
ସମ୍ ହସ୍ପିଟାଲରେ ଚଳନଶୀଳ ସ୍କିଲ୍ ଲ୍ୟାବରେ ଡାକ୍ତରଙ୍କୁ ପ୍ରଶିକ୍ଷଣ ପ୍ରଦାନ
0
SHARES
18
VIEWS
FacebookTwitter

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲଠାରେ ଜନସନ ଆଣ୍ଡ ଜନସନ କମ୍ପାନୀ ଦ୍ୱାରା ଯୋଗାଇ ଦିଆଯାଇଥିବା ଏକ ଚଳନଶୀଳ ସ୍କିଲ୍ ଲ୍ୟାବ୍ରେ ନଭେମ୍ବର ୨୦ ଓ ୨୧ ତାରିଖରେ ଦୁଇ ଦିନ ଧରି ସର୍ଜନ ଓ ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀମାନଙ୍କୁ ନେଇ ଶଲ୍ୟ ଚିକିତ୍ସା ବିଷୟରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।

ଏକ ଭଲଭୋ ବସ୍ରେ ସ୍ଥାପିତ ଏହି ସ୍କିଲ ଲ୍ୟାବରେ ୧୦ଟି ୱାର୍କ ଷ୍ଟେସନ ରହିଛି ଓ ଅସ୍ତେ୍ରାପଚାର ହୋଇଥିବା ସ୍ଥାନରେ କିପରି ସିଲାଇ କରି କ୍ଷତକୁ ଯୋଡିବାକୁ ପଡେ ଏଥିରେ ସେ ବିଷୟରେ ପ୍ରଶିକ୍ଷଣ ଦିଆଯାଇଥିଲା ବୋଲି ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର କହିଛନ୍ତି ।

ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସର୍ଜନ ମାନଙ୍କର ଦକ୍ଷତା ବୃଦ୍ଧି ନିମନ୍ତେ ଆୟୋଜିତ ହୋଇଥିଲା ବୋଲି ସେ କହିଥିଲେ । ଉଭୟ ଓପନ ଓ ଲାପାରାସ୍କୋପିକ ସର୍ଜରୀରେ ଏହି ତାଲିମ ସର୍ଜନମାନଙ୍କର ଦକ୍ଷତାକୁ ବୃଦ୍ଧି କରିବ । ବର୍ତ୍ତମାନ ନ୍ୟାସନାଲ୍ ମେଡିକାଲ କମିଶନ ଡାକ୍ତର ଓ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ ଦେଇ ଏହାକୁ କରିକୁଲମର ଏକ ବିଶେଷ ଅଂଶ ଭାବେ ଗ୍ରହଣ କରିଛି ।

ସର୍ଜରୀ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ପ୍ରକାଶ କୁମାର ସାହୁ କହିଥିଲେ ଯେ ହସ୍ପିଟାଲରେ ଏକ ସେଂଟ୍ରାଲ୍ ସ୍କିଲ ଲ୍ୟାବ୍ ଓ ସର୍ଜରୀ ବିଭାଗର ଏକ ସ୍ୱତନ୍ତ୍ର ସ୍କିଲ ଲ୍ୟାବ ମଧ୍ୟ ରହିଛି ଯେଉଁଠାରେ ଛାତ୍ରଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଦିଆଯାଏ । ଏହି ପ୍ରଶିକ୍ଷଣ ଫଳରେ ସର୍ଜନମାନେ ସେମାନଙ୍କର କାର୍ଯ୍ୟପ୍ରଣାଳୀକୁ ଆହୁରି ଉନ୍ନତ କରିପାରିବେ । ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର କାର୍ଯ୍ୟକାରୀ ଡିନ୍ ପ୍ରଫେସର (ଡାକ୍ତର) ସୌମ୍ୟରଂଜନ ଦାସ ମଧ୍ୟ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆବଶ୍ୟକତା ଉପରେ ଗୁରୁତ୍ବାରୋପ କରିଥିଲେ ।

Tags: bhubaneswarsum hospital
ShareTweetShareSend
Sanchar Live

Sanchar Live

Next Post
ମହାୟୁତିର ବିଜୟ ପରେ ଶୁଭେଚ୍ଛା ଜଣାଇଲେ ମୋହନ

ମହାୟୁତିର ବିଜୟ ପରେ ଶୁଭେଚ୍ଛା ଜଣାଇଲେ ମୋହନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.