Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସମ୍ମମରେ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ

Sanchar Live by Sanchar Live
September 13, 2024
in ଓଡିଶା
0
ସମ୍ମମରେ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ଡାକ୍ତରଖାନାରେ ରେକର୍ଡଗୁଡ଼ିକୁ ସଠିକ୍ ଭାବେ ସଂରକ୍ଷିତ ରଖିବାର ଆବଶ୍ୟକତାକୁ  ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଗତ ମଙ୍ଗଳବାର ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଚଳିତ ବର୍ଷର ପ୍ରସଙ୍ଗ ‘ଏମ୍‌ପାୱାରିଂ ହେଲ୍‌ଥ ଥ୍ରୁ ଆକ୍ୟୁରେଟ୍ ରେକର୍ଡ୍ସ’ କୁ ନେଇ ହସ୍ପିଟାଲ୍‌ର କର୍ମଚାରୀଙ୍କ ନିମନ୍ତେ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା । ଏଥିରେ ମେଡିକାଲ୍ ରେକର୍ଡ ଗୁଡ଼ିକର ସଂଗ୍ରହ, ସଂରକ୍ଷଣ ଏବଂ ସଠିକତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

କାର୍ଯ୍ୟକ୍ରମକୁ ସମ୍ମମ୍‌ର ଚିଫ୍ ଏଗ୍‌ଜିକ୍ୟୁଟିଭ ଅଫିସର ଡକ୍ଟର ଶ୍ୱେତପଦ୍ମା ଦାଶ ଉଦ୍‌ଘାଟନ କରିବା ସହ ଏହି ବିଭାଗଟି ହସ୍ପିଟାଲର କାର୍ଯ୍ୟକୁ ଶୃଙ୍ଖଳିତ ଓ ସୁଚାରୁରୂପେ ତୁଲାଇବା ନିମନ୍ତେ ଏହାର ମେରୁଦଣ୍ଡ ଭାବେ କାର୍ଯ୍ୟ କରିଥାଏ ବୋଲି କହିଥିଲେ । ଏହି ଅବସରରେ ହସ୍ପିଟାଲର ଚିଫ୍ ଅଫ୍ ମେଡିକାଲ୍ ସର୍ଭିସେସ୍ ବ୍ରିଗେଡିୟର (ଡାକ୍ତର) ବିରାଜମୋହନ ମିଶ୍ର, ମେଡିକାଲ୍ ସୁପରିଟେଣ୍ଡେଂଟ ଡାକ୍ତର ପ୍ରଶାନ୍ତ କୁମାର ପଣ୍ଡା, ମେଡିକାଲ ରେକର୍ଡ୍ସ ବିଭାଗର ମୁଖ୍ୟ ଡାକ୍ତର ମାନସ ରଞ୍ଜନ ସେଠୀ, ହସ୍ପିଟାଲର ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ଡାକ୍ତର ସେଠୀ ମେଡିକାଲ ରେକର୍ଡ ଗୁଡ଼ିକୁ ସଂରକ୍ଷଣ କରିବା ନେଇ ଏହାର ଆଇନ୍‌ଗତ ଦିଗ ଉପରେ ବକ୍ତବ୍ୟ ରଖିବା ସହ ବ୍ରିଗେଡିୟର (ଡ) ମିଶ୍ର ମେଡିକାଲ୍ ରେକର୍ଡର ଡିଜିଟାଲାଇଜେସନ୍ ଉପରେ ଗୁରୁତ୍ୱାରୋପ କରିଥିଲେ । ଶ୍ରୀ ରତିକାନ୍ତ ବାରିକ ଦୈନନ୍ଦିନ ମେଡିକାଲ୍ ରେକର୍ଡ ସଂରକ୍ଷଣ ଉପରେ ବକ୍ତବ୍ୟ ରଖିଥିଲେ ।

Tags: odishasum
ShareTweetShareSend
Sanchar Live

Sanchar Live

Next Post
ଶ୍ରୀକ୍ଷେତ୍ର କୃଷ୍ଣଲୀଳାରେ ପଡ଼ିଲା ଯବନିକା, ଶେଷ ଦିନରେ ଅନୁଷ୍ଠି ହେଲା କଂସବଧ

ଶ୍ରୀକ୍ଷେତ୍ର କୃଷ୍ଣଲୀଳାରେ ପଡ଼ିଲା ଯବନିକା, ଶେଷ ଦିନରେ ଅନୁଷ୍ଠି ହେଲା କଂସବଧ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.