Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବାହାଘର ଭୋଜି ଖାଇ ଫେରୁଥିବାବେଳେ ନାବାଳିକାଙ୍କୁ ଗଣଦୁଷ୍କର୍ମ

Sanchar Live by Sanchar Live
April 22, 2025
in ଅପରାଧ
0
ଛଅ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
0
SHARES
22
VIEWS
FacebookTwitter

ସଂଚାର ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ନାବାଳିକା ଜଣଙ୍କ ବିବାହ ଭୋଜି ଖାଇ ସମ୍ପର୍କୀୟଙ୍କ ସହ ବାଇକରେ ଘରକୁ ଫେରୁଥିଲେ । ଏହି ସମୟରେ ବୋଲେରୋରେ ଆସି ବାଇକକୁ ଧକ୍କା ଦେଇଥିଲେ ୩ ଜଣ ଦୁର୍ବୁତ୍ତ । ବାଇକରେ ଥିବା ଅନ୍ୟମାନେ ଦୌଡ଼ି ପଳାଇଥିବା ବେଳେ ନାବାଳିକାଙ୍କୁ ଟେକି ନେଇ ପାଖ ଜଙ୍ଗଲରେ ଦୁଷ୍କର୍ମ କରି ୩ଜଣ ଦୁର୍ବୃତ୍ତ । ରାତିରେ ରାସ୍ତାରେ ଛାଡ଼ି ଫେରାର ମାରିଲେ ଦୁର୍ବୁତ୍ତ । ଏନେଇ ତଲସରା ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା ସୁନ୍ଦରଗଡ଼ ଏସଡିପିଓ କହିଛନ୍ତି ।

Tags: rapesindargarh
ShareTweetShareSend
Sanchar Live

Sanchar Live

Next Post
ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.