Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିଜେଡି ଛାଡ଼ିଲେ ସୁନୀତା ବିଶ୍ବାଳ

Sanchar Live by Sanchar Live
July 9, 2025
in ରାଜନୀତି
0
ବିଜେଡି ଛାଡ଼ିଲେ ସୁନୀତା ବିଶ୍ବାଳ
0
SHARES
443
VIEWS
FacebookTwitter

ସଂଚାର ବ୍ୟୁରୋ: ବିଜେଡିକୁ ବାଏ ବାଏ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଝିଅ ସୁନୀତା ବିଶ୍ବାଳ । ସେ ବିଜେଡିର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ବ୍ୟକ୍ତିଗତ କାରଣ ଦର୍ଶାଇ ସୁନୀତା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି । ବଡ଼କଥା ହେଉଛି ସୁନୀତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଝିଅ । ସେ ୨୦୧୯ ସାଧାରଣ ନିର୍ବାଚନରେ ସୁନ୍ଦରଗଡ଼ ଲୋକସଭା ଆସନରୁ ବିଜେଡିରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ ଆଉ ପାଖାପାଖି ୨ ଲକ୍ଷ ୭୭ ହଜାର ଭୋଟ୍ ମଧ୍ୟ ପାଇଥିଲେ ।

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ସେ କଂଗ୍ରେସ ଦଳକୁ ଯାଉଥିବା ଚର୍ଚ୍ଚା ହୋଇଥିଲା । ପରେ କିନ୍ତୁ ଶ୍ରୀମତୀ ବିଶ୍ବାଳ ଏଭଳି ଚର୍ଚ୍ଚାକୁ ଖଣ୍ଡନ କରିଥିଲେ । କହିଥିଲେ ଯେ, ବିଜେଡି ଯେଉଁ ଦାୟିତ୍ବ ଦେବ ତାହାକୁ ସେ ସୂଚାରୁ ରୂପେ ନିର୍ବାହ କରିବେ । ଏବେ ସୁନୀତାଙ୍କ ଇସ୍ତଫା ଦଳକୁ କେତେ କ୍ଷତି ପହଞ୍ଚାଇବ ତାହା ଆଗାମୀ ଦିନରେ ହିଁ ଜଣାପଡ଼ିବ ।

Tags: bjpodisha politicsSunita Biswas
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.