Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜୁଲାଇ ୧୫ ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା

Sanchar Live by Sanchar Live
May 21, 2025
in ଓଡିଶା
0
ଜୁଲାଇ ୧୫ ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ଜୁଲାଇ ୧୫ ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା । ଦଶହରା ପୂର୍ବରୁ ସରିବ କ୍ୟାମ୍ପସ ନିର୍ବାଚନ । ସେଥିପାଇଁ ଆରମ୍ଭ ହୋଇଛି ଆଗୁଆ ଆବେଦନ। ଗତକାଲି ସୁଦ୍ଧା ୯୮ ହଜାର ଛାତ୍ର ଛାତ୍ରୀ କରିଛନ୍ତି ଆବେଦନ । ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହୋଇଥିଲା ଯୁକ୍ତ ୩ ଆବେଦନ । ବିଜ୍ଞପ୍ତିରେ ସ୍ପଷ୍ଟ ହୋଇଥିଲା ଯେ ପର୍ଯ୍ୟନ୍ତ ଯୁକ୍ତ ୨ ରେଜଲ୍ଟ ବାହାରିନାହିଁ ସେ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିବ । ପ୍ରଥମ ଥର ପାଇଁ ରେଜଲ୍ଟ ବାହାରିବା ପୂର୍ବରୁ ଆବେଦନ ପ୍ରକ୍ରିୟା ଆରମ୍ଭ କରାଯାଇଛି । କାରଣ ଗତବର୍ଷ ଆଡମିସନ ପ୍ରକ୍ରିୟା ଶେଷ କରିବାକୁ ଡିସେମ୍ବର ହୋଇଯାଇଥିଲା । ତେଣୁ ଏଥର ଶୀଘ୍ର ନାମଲେଖା କରି ଜୁନରେ ସିଟ୍ ଆଲୋକେସନ ସହ ଜୁଲାଇ ୧୫ରୁ କ୍ଲାସ ଆରମ୍ଭ ହେବ। ତେଣୁ ଏଥର ଶୀଘ୍ର ଆବେଦନ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ଯେଉଁଥିରେ କୌଣସି ଅସ୍ଵାଭାବିକତା ନାହିଁ। କଲେଜ ଇଲେକ୍ସନ ପାଇଁ ଚିନ୍ତା କରୁଛି ଉଚ୍ଚଶିକ୍ଷା ବିଭାଗ । ଏଣୁ ସଠିକ୍ ସମୟରେ ସବୁ ଶେଷ କରିବାକୁ ହେଲେ ପ୍ରକ୍ରିୟାକୁ ତ୍ୱରିତ କରିବାକୁ ହେବ । ଯେଉଁମାନେ ଜାଣିନାହାନ୍ତି ପ୍ରକ୍ରିୟା ସେଇମାନେ ଅଯଥା ଦୋଷ ଲଦୁଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ।

Tags: +3suraj suryabanshi
ShareTweetShareSend
Sanchar Live

Sanchar Live

Next Post
ବିଶ୍ବରେ ପୁଣି କାୟା ମେଲାଇବାରେ ଲାଗିଛି କୋଭିଡ

ବିଶ୍ବରେ ପୁଣି କାୟା ମେଲାଇବାରେ ଲାଗିଛି କୋଭିଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.